Home Bibles ☰ Books ଯୋହନଲିଖିତ ସୁସମାଚାର 4:11 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 4:11 · ଓଡ଼ିଆ ବାଇବେଲ

ସହେି ସ୍ତ୍ରୀ ଲୋକଟି କହିଲା, ମହାଶୟ, ଆପଣ କେଉଁଠାରୁ ସହେି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢିବା ପାଇଁ ଆପଣଙ୍କ ପାଖ ରେ କିଛି ନାହିଁ।

Cross references

ଯୋହନଲିଖିତ ସୁସମାଚାର 3:4

ନୀକଦୀମ ତାହାଙ୍କୁ କହିଲେ, କିନ୍ତୁ ଯଦି କୌଣସି ବ୍ଯକ୍ତି ବୃଦ୍ଧ ହାଇେ ସାରିଛି, ତବେେ ସେ କିପରି ପୁନର୍ବାର ଜନ୍ମ ନଇେ ପାରିବ? ଜଣେ ଲୋକ କଦାପି ତାର ମାତାର ଗର୍ଭ ରେ ଆଉ ଥରେ ପ୍ରବେଶ କରିପାରିବ ନାହିଁ। ତେଣୁ ଜଣେ ବ୍ଯକ୍ତି କଦାପି ଦ୍ବିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:14

ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।

Interlinear

Choose Theme