Home Bibles ☰ Books ଯୋହନଲିଖିତ ସୁସମାଚାର 4:29 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 4:29 · ଓଡ଼ିଆ ବାଇବେଲ

ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।

Cross references

ପ୍ରଥମ ଶାମୁୟେଲ 9:19

ଶାମକ୍ସ୍ଟଯଲେ କହିଲେ, ମୁ ପରମେଶ୍ବରଙ୍କ ଲୋକ। ମାେତେ ଅନକ୍ସ୍ଟସରଣ କର ମୁ ଉଚ୍ଚସ୍ଥାନକକ୍ସ୍ଟ ନଇୟିବେି। ତୁମ୍ଭେ ଏବଂ ତକ୍ସ୍ଟମ୍ଭ ଦାସ ମାେ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭମାନେେ ଘରକକ୍ସ୍ଟ ଫରେିୟିବ। ଏବଂ ମୁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦବେି।

ମାଥିଉଲିଖିତ ସୁସମାଚାର 12:23

ଜମା ହାଇେଥିବା ଲୋକେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ, ସମାନେେ କୁହାକୁହି ହେଲେ, ଆମ୍ଭ ପାଖକୁ ପରମେଶ୍ବର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସହେି ଦାଉଦଙ୍କ ପୁତ୍ର ଅଟନ୍ତି?

ଯୋହନଲିଖିତ ସୁସମାଚାର 1:41

ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)

ଯୋହନଲିଖିତ ସୁସମାଚାର 4:17

ସ୍ତ୍ରୀ ଲୋକଟି କହିଲା, କିନ୍ତୁ ମାରେ ସ୍ବାମୀ ନାହିଁ।

ଯୋହନଲିଖିତ ସୁସମାଚାର 4:25

ସହେି ସ୍ତ୍ରୀ ଲୋକଟା କହିଲା, ମୁଁ ଜାଣେ ଯେ ମଶୀହ ଆସୁଛନ୍ତି। ଯେତବେେଳେ ମଶୀହ ଆସିବେ, ସେତବେେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦବେେ।

ଯୋହନଲିଖିତ ସୁସମାଚାର 7:26

କିନ୍ତୁ ସେ ପ୍ରକାଶ ରେ ପ୍ରଚାର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଚାର ବନ୍ଦ କରିବା ପାଇଁ ଚେଷ୍ଟା କରୁନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତ ରେ ଖ୍ରୀଷ୍ଟ।

ଯୋହନଲିଖିତ ସୁସମାଚାର 7:31

ବହୁତ ଲୋକ ଯୀଶୁଙ୍କୁ ବିଶ୍ବାସ କଲେ। ଲୋକମାନେ କହିଲେ, ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ଯକ୍ତି ଯେଉଁ ସବୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ'ଣ ଅଧିକ କରିବେ? ନା, ଏହି ବ୍ଯକ୍ତି ନିଶ୍ଚୟ ଖ୍ରୀଷ୍ଟ ହାଇେଥିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:24

କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ଜଣେ ଅବିଶ୍ବାସୀ ବା ସାଧାରଣ ଲୋକ ଆ ସେ ତବେେ ତା'ର ଦୋଷ ତୁମ୍ଭକୁ ଦଖାୟିବେ ଓ ତୁମ୍ଭ କଥା ଦ୍ବାରା ସେ ବିଚାରିତ ହବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:17

ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।

Interlinear

Choose Theme