Home Bibles ☰ Books ଯୋହନଲିଖିତ ସୁସମାଚାର 4:43 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 4:43 · ଓଡ଼ିଆ ବାଇବେଲ

ସଠାେରେ ଦୁଇଦିନ ରହିବା ପରେ ଯୀଶୁ ଗାଲୀଲୀକୁ ଯାତ୍ରା କଲେ।

Cross references

ମାଥିଉଲିଖିତ ସୁସମାଚାର 4:13

ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।

ମାଥିଉଲିଖିତ ସୁସମାଚାର 15:21

ଯୀଶୁ ସେ ସ୍ଥାନଛାଡି ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।

ମାର୍କଲିଖିତ ସୁସମାଚାର 7:27

ଯୀଶୁ ତାହାକୁ କହିଲେ, ପ୍ରଥମେ ପିଲାମାନଙ୍କୁ ତୃପ୍ତ ହବୋକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନଇେ ଯାଇ କୁକୁରମାନଙ୍କ ଆଗ ରେ ଫିଙ୍ଗି ଦବୋ ଠିକ୍ ନୁହେଁ।

ଯୋହନଲିଖିତ ସୁସମାଚାର 1:42

ତା'ପରେ ଆନ୍ଦ୍ରିୟ ଶିମାନଙ୍କେୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମାନେ। ତୁମ୍ଭକୁ କଫୋ ନାମ ରେ ଡକା ହବେ। (କଫୋ ଅର୍ଥାତ୍ ପିତର।)

ଯୋହନଲିଖିତ ସୁସମାଚାର 4:40

ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କୁ ସମାନଙ୍କେ ସହିତ କିଛି ଦିନ ରହିବା ପାଇଁ ଅନୁ ରୋଧ କଲେ। ତେଣୁ ଯୀଶୁ ସଠାେରେ ଦୁଇ ଦିନ ରହିଲେ।

ଯୋହନଲିଖିତ ସୁସମାଚାର 4:46

ଯୀଶୁ ଗାଲୀଲର କାନା ନଗରକୁ ପୁଣି ଥରେ ଗଲେ। କାନ୍ନା ରେ ସେ ଜଳକୁ ଦ୍ରାକ୍ଷାରସ ରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ଯକର୍ମଚାରୀ କଫର୍ନାହୂମ ନଗର ରେ ବାସ କରୁଥିଲେ। ଏହି ବ୍ଯକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା।

ରୋମୀୟଙ୍କ ପ୍ରତି ପତ୍ର 15:8

ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।

Interlinear

Choose Theme