ଯୋହନଲିଖିତ ସୁସମାଚାର 4:44 · ଓଡ଼ିଆ ବାଇବେଲ
ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶ ରେ ସମ୍ମାନ ପାଏନାହିଁ।
Cross references
ମାଥିଉଲିଖିତ ସୁସମାଚାର 13:57
ସହେି ଲୋକମାନେ ଯୀଶୁଙ୍କ ସ୍ବୀକାର କଲନୋହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ଲୋକେ ସମ୍ମାନ ଦଅନ୍ତି। କିନ୍ତୁ ନିଜ ସହର ରେ ଓ ତାହାଙ୍କ ନିଜ ପରିବାର ରେ ଜଣେ ଭବିଷ୍ଯଦ୍ବକ୍ତା ସମ୍ମାନ ପାଏ ନାହିଁ।
ମାର୍କଲିଖିତ ସୁସମାଚାର 6:4
ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, ଅନ୍ୟମାନେ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ ସମ୍ମାନ ଦଇେଥା'ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।
ଲୂକଲିଖିତ ସୁସମାଚାର 4:24
ତା'ପରେ ଯୀଶୁ ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, କୌଣସି ଭବିଷ୍ଯଦ୍ବକ୍ତାକୁ ନିଜ ନଗର ରେ ଗ୍ରହଣ କରାଯାଏ ନାହିଁ।