Home Bibles ଯୋହନଲିଖିତ ସୁସମାଚାର 4:5 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 4:5 · ଓଡ଼ିଆ ବାଇବେଲ

ଯୀଶୁ ଶମିରୋଣର ସୁଖାର ରେ ଆସି ପହନ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ୟୋ ସଫଙ୍କେୁ ଦଇେଥିବା ଜମି ପାଖ ରେ ଥିଲା।

Cross references

ଆଦି ପୁସ୍ତକ 33:19

ଏହାପଲର ଶିଖିମର ପିତା ହସମାରର ସନ୍ତାନମାନଙ୍କୁ ଏକଶ କସୀତା ନାମକସର ୗପ୍ୟ ମୁଦ୍ରାଲଦଇସସହି ତମ୍ବୁ ସ୍ଥାନଟିକୁ କିଣିଲଲ।

ଆଦି ପୁସ୍ତକ 48:22

ମୁଁ ତୁମ୍ଭକୁ କିଛି ଦଲେି ଯାହା ତୁମ୍ଭ ଭାଇମାନଙ୍କୁ ଦଇନେଥିଲି, ମୁଁ ଆପଣା ଖଡ୍ଗ ଓ ଧନୁଦ୍ବାରା ଇମାରେୀୟମାନଙ୍କ ହସ୍ତରୁ ଯେଉଁ ଅଂଶ ପାଇଅଛି, ତୁମ୍ଭ ଭାତୃଗଣ ଅପେକ୍ଷା ସହେି ଅଧିକ ଅଂଶ ତୁମ୍ଭକୁ ଦଲେି।

ଯିହୋଶୂୟ 24:32

ଯେତବେେଳେ ଇଶ୍ରାୟେଲବାସୀମାନେ ମିଶରକକ୍ସ୍ଟ ପରିତ୍ଯାଗ କଲେ। ସେତବେେଳେ ଯୋଷଫଙ୍କେ ଏହି ଅସ୍ଥିସବୁ ତାଙ୍କ ସହିତ ନଇେ ଆସିଥିଲେ। ତେଣୁ ଲୋକମାନେ ଯୋଷଫଙ୍କେର ଏହିସବୁ ଅସ୍ଥିକକ୍ସ୍ଟ ଶିଖିମଠା ରେ କବର ଦେଲେ। ସମାନେେ ତାଙ୍କର ଏହିସବୁ ଅସ୍ଥିକକ୍ସ୍ଟ ସହେି ଭୂମିରେ କବର ଦେଲେ, ଯେଉଁ ସ୍ଥାନ ଶିଖିମର ପିତା ହା ମାରେସନ୍ତାନମାନଙ୍କଠାରକ୍ସ୍ଟ କ୍ରଯ କରିଥିଲେ। ୟାକକ୍ସ୍ଟବ ସହେି ଭୂମିକକ୍ସ୍ଟ ଏକଶହ ରୈପ୍ଯ ମକ୍ସ୍ଟଦ୍ରା ରେ ତାହାକକ୍ସ୍ଟ କ୍ରଯ କରିଥିଲେ। ଏହି ଭୂମି ଯୋଷଫଙ୍କେର ସନ୍ତାନମାନଙ୍କର ଅଧିକାର ରେ ରହିଲା।

ଯୋହନଲିଖିତ ସୁସମାଚାର 4:12

ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କ ଠାରୁ ଶ୍ ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦଇେଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ। ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ଯ ଏହି କୂଅରୁ ଜଳ ପିଉଥିଲେ।

Interlinear

Choose Theme