Home Bibles ☰ Books ଯୋହନଲିଖିତ ସୁସମାଚାର 4:54 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 4:54 · ଓଡ଼ିଆ ବାଇବେଲ

ୟିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ବିତୀୟ ଆଶ୍ଚର୍ୟ୍ଯକାର୍ୟ୍ଯ ଥିଲା।

Cross references

ଯୋହନଲିଖିତ ସୁସମାଚାର 2:1

ଦୁଇ ଦିନ ପରେ ଗାଲିଲୀର କାନ୍ନା ସହର ରେ ଗୋଟିଏ ବିବାହ ହେଲା। ଯୀଶୁଙ୍କ ମାଆ ସଠାେରେ ଥିଲେ।

ଯୋହନଲିଖିତ ସୁସମାଚାର 4:45

ପୁଣି ଯୀଶୁ ଯେତବେେଳେ ଗାଲୀଲୀ ରେ ପହନ୍ଚିଲେ, ସଠାେରେ ଲୋକେ ତାହାଙ୍କୁ ସ୍ବାଗତ କଲେ। ପୂର୍ବରୁ ୟିରୂଶାଲମ ରେ ନିସ୍ତାରପର୍ବ ବେଳେ ସମାନେେ ତାହାଙ୍କର କାର୍ୟ୍ଯ ସବୁ ଦେଖିଥିଲେ। ସହେି ଲୋକମାନେ ପର୍ବ ସମୟରେ ମଧ୍ଯ ଉପସ୍ଥିତ ଥିଲେ।

Interlinear

Choose Theme