Home Bibles ☰ Books ଯୋହନଲିଖିତ ସୁସମାଚାର 5:12 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 5:12 · ଓଡ଼ିଆ ବାଇବେଲ

ଯିହୂଦୀମାନେ ସେ ଲୋକକୁ ପଚାରିଲେ, ୟିଏ ତୁମ୍ଭକୁ ଆଜି ବିଛଣା ଉେଠଇ ଚାଲିବାକୁ କହିଲା, ସେ କିଏ?

Cross references

ବିଚାରକର୍ତାମାନଙ୍କ ବିବରଣ 6:29

ସହରର ଲୋକମାନେ ପରସ୍ପର କକ୍ସ୍ଟହାକକ୍ସ୍ଟହି ହେଲେ। କିଏ ଏହା କରିଛି? ସମସ୍ତେ ଖାଜେିବ ଓ ତଦନ୍ତ ନବୋ ପରେ,

ପ୍ରଥମ ଶାମୁୟେଲ 14:38

ତା'ପରେ ଶାଉଲ କହିଲେ, ସମସ୍ତ ନେତାମାନଙ୍କୁ ମାେ ପାଖକକ୍ସ୍ଟ ଡାକ। ଆସ ଆମ୍ଭେ ଖାଜେିବ, ଆଜି କିଏ ଏହି ପାପ କଲା।

ମାଥିଉଲିଖିତ ସୁସମାଚାର 21:23

ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

ରୋମୀୟଙ୍କ ପ୍ରତି ପତ୍ର 10:2

ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।

Interlinear

Choose Theme