Home Bibles ଯୋହନଲିଖିତ ସୁସମାଚାର 5:15 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 5:15 · ଓଡ଼ିଆ ବାଇବେଲ

ତା'ପରେ ଲୋକଟି ସହେି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସମାନଙ୍କେୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।

Cross references

ମାର୍କଲିଖିତ ସୁସମାଚାର 1:45

ଲୋକଟି ସହେି ସ୍ଥାନ ଛାଡି ଚାଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦଇେଛନ୍ତି। ତେଣୁ ଯୀଶୁଙ୍କ ବିଷୟ ରେ ଖବର ଗ୍ଭରିଆଡେ ବ୍ଯାପିବାକୁ ଲାଗିଲା। ଫଳ ରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନଥିବା ନିଛାଟିଆ ଜାଗାମାନଙ୍କ ରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।

ଯୋହନଲିଖିତ ସୁସମାଚାର 1:19

ୟିରୂଶାଲମରୁ ଯିହୂଦୀମାନେ କେତକେ ଯାଜକ ଓ ଲବେୀୟମାନଙ୍କୁ ଯୋହନଙ୍କ ପାଖକୁ ପଠାଇଲେ। ତୁମ୍ଭେ କିଏ? ଏହା ତାହାଙ୍କୁ ପଚାରିବା ପାଇଁ ଯିହୂଦୀମାନେ ସମାନଙ୍କେୁ ପଠାଇଥିଲେ।

ଯୋହନଲିଖିତ ସୁସମାଚାର 4:29

ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।

ଯୋହନଲିଖିତ ସୁସମାଚାର 5:12

ଯିହୂଦୀମାନେ ସେ ଲୋକକୁ ପଚାରିଲେ, ୟିଏ ତୁମ୍ଭକୁ ଆଜି ବିଛଣା ଉେଠଇ ଚାଲିବାକୁ କହିଲା, ସେ କିଏ?

ଯୋହନଲିଖିତ ସୁସମାଚାର 9:11

ସେ ଲୋକଟି ଉତ୍ତର ଦଲୋ ଲୋକମାନେ ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେ ଛପେ ଦ୍ବାରା ମାଟିକୁ କାଦୁଅ କରି ମାେ ଆଖି ରେ ବୋଳି ଦେଲେ। ତା'ପରେ ସେ ମାେତେ ଶିଲୋହ ପୋଖରୀ ରେ ଧୋଇ ହବୋ ପାଇଁ କହିଲେ। ତା'ପରେ ମୁଁ ସହେି ପୋଖରୀ ରେ ଧୋଇ ହବୋ ପରେ ଦେଖିପାରିଲି।

ଯୋହନଲିଖିତ ସୁସମାଚାର 9:15

ତେଣୁ ଫାରୂଶୀମାନେ ମଧ୍ଯ ସେ ଲୋକକୁ ପଚାରିଲେ. ତୁମ୍ଭେ କିପରି ଦୃଷ୍ଟିଶକ୍ତି ପାଇଲ?

ଯୋହନଲିଖିତ ସୁସମାଚାର 9:25

ଲୋକଟି ଉତ୍ତର ଦଲୋ, ସେ ପାପୀ କି ନୁହେଁ, ମୁଁ ଜାଣିନାହିଁ। କିନ୍ତୁ ମୁଁ ଅନ୍ଧ ଥିଲି ଓ ବର୍ତ୍ତମାନ ଦେଖିପାରୁଛି।

ଯୋହନଲିଖିତ ସୁସମାଚାର 9:30

ଲୋକଟି ଉତ୍ତର ଦଲୋ, ଏହା ବଡ ଆଶ୍ଚର୍ୟ୍ଯ କଥା। ଯୀଶୁ କେଉଁଠାରୁ ଆସିଛନ୍ତି ତୁମ୍ଭେ ଜାଣିନାହଁ। କିନ୍ତୁ ସେ ମାେ ଆଖି ଭଲ କରି ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 9:34

ଯିହୂଦୀମାନେ ଉତ୍ତର ଦେଲେ, ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହାଇେଛ। ତୁମ୍ଭେ କ'ଣ ଆମ୍ଭକୁ ଶିକ୍ଷା ଦବୋ ପାଇଁ ଚେଷ୍ଟା କରୁଛ? ଏହା କହି ସମାନେେ ତାକୁ ଜବରଦସ୍ତ ତଡି ଦେଲେ।

Interlinear

Choose Theme