ଯୀଶୁ ବିଶ୍ରାମବାର ରେ ଏହିସବୁ (ସୁସ୍ଥ) କାର୍ୟ୍ଯ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ଯବହାର କରିବା ଆରମ୍ଭ କଲେ।
Cross references
ତା'ପରେ ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କୁ ହାତ ଦଖାଇବୋ ପାଇଁ ଆଗକୁ ବଢଇେ ଦଲୋ। ତାର ସହେି ଶୁଖି ଯାଇଥିବା ହାତଟି ସଂପୂର୍ଣ୍ଣ ଭଲ ହାଇଗେଲା। ଏହି ହାତଟି ତାର ଅନ୍ୟ ହାତ ଭଳି ହାଇଗେଲା।
ତା' ହାତ ଭଲ ହାଇଗେଲା। ତା'ପରେ ଫାରୂଶୀମାନେ ସଠାରୁେ ଚାଲି ଗଲେ ଓ ହରେୋଦୀୟ ମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡୟନ୍ତ୍ର କଲେ।
ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସମାନେେ ନିଜ ନିଜ ଭିତ ରେ କଥାବାର୍ତ୍ତା କଲେ, ଯୀଶୁଙ୍କ ପାଇଁ କ'ଣ କରାୟିବ?
କିନ୍ତୁ ସୁସ୍ଥ ହାଇେଥିବା ଲୋକଟି, ସେ ବ୍ଯକ୍ତିଟି କିଏ ତାହା ଜାଣି ନଥିଲା। ସହେି ଜାଗା ରେ ବହୁତ ଲୋକଥିଲେ ଓ ଯୀଶୁ ସଠାରୁେ ଚାଲି ଯାଇଥିଲେ।
ଏହା ସତ୍ଯ ଯେ ମାଶାେ ତୁମ୍ଭକୁ ନିୟମ (ବ୍ଯପସ୍ଥା) ଦଇେଛନ୍ତି। କିନ୍ତୁ ତୁମ୍ଭମାନଙ୍କ ମଧ୍ଯରୁ କହେି ସେ ନିୟମ ମାନୁ ନାହଁ। ତୁମ୍ଭେ ମାେତେ କାହିଁକି ମାରି ଦବୋ ପାଇଁ ଚେଷ୍ଟା କରୁଛ?
ୟିରୁଶାଲମ ରେ ବାସ କରୁଥିବା କେତକେ ଲୋକ କହିଲେ, ଏହି ଲୋକକୁ ସମାନେେ ମାରିବା ପାଇଁ ଚାହାଁନ୍ତି।
ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ମେ ସମାନଙ୍କେ ହାତରୁ ଖସିଗଲେ।
ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନରେଖ: ଜଣେ ଚାକର ତାର ମୁନିବଠାରୁ ବଡ ନୁହେଁ। ଯଦି ଲୋକମାନେ ମାେତେ ତାଡନା କରିଛନ୍ତି, ତବେେ ସମାନେେ ତୁମ୍ଭକୁ ମଧ୍ଯ ତାଡନା କରିବେ। ସମାନେେ ମାରେ ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ଯ ମାନିବେ।
ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ବର ଶୁଣିବାକୁ ପାଇଲେ, ଶାଉଲ, ତୁମ୍ଭେ ମାେତେ କାହିଁକି ତାଡ଼ନା ଦେଉଛ?