ମୁଁ ଏକୁଟିଆ କିଛି କରିପାରିବି ନାହିଁ। ମୁଁ କବଳେ ପରମେଶ୍ବରଙ୍କ କହିବା ଅନୁସାରେ ବିଚାର କରେ। ତେଣୁ ମାରେ ବିଚାର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ୟିଏ ମାେତେ ପଠାଇଛନ୍ତି।
Cross references
ନିଶ୍ଚଯ ତୁମ୍ଭେ ଭଲ ଲୋକଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ବଂସ କରିବ ନାହିଁ। ଯଦି ଏହା ହୁଏ, ତବେେ ଦୁଷ୍ଟ ଓ ଧାର୍ମିକ ଲୋକ ସମାନ ଭାବରେ ଗଣାଯିବେ। କଣ ସାରା ପୃଥିବୀର ବିଚାରକର୍ତ୍ତା ଯାହା ନ୍ଯାଯ, ତାହା କରିବେ ନାହିଁ।
ତଣେୁ ମୁଁ କହିଲି, ମୁଁ ଉପସ୍ଥିତ ଅଛି, ମାେତେ ତୁମ୍ଭେ ନିଅ। ଏହା ମାେ ବିଷଯରେ ପୁସ୍ତକରେ ଲଖାୟୋଇଛି।
ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।
ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।
ପାଣି ରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିଯାର ରାଜା ଧ୍ବଂସ ହବେେ।
ସମାନଙ୍କେ ପାଖରୁ କିଛି ଦୁରକୁ ଚାଲିକରି ୟିବାପରେ ଯୀଶୁ ତଳେ ଉବୁଡ଼ ହାଇେ ପଡ଼ିଲେ ଓ ପ୍ରାର୍ଥନା କଲେ, ହେ ପରମପିତା! ଯଦି ସମ୍ଭବ ହୁଏ, ତବେେ ୟନ୍ତ୍ରଣାର ଏହି ପାତ୍ରଟି ମାଠାରୁେ ଦୂର ହାଇଯୋଉ। କିନ୍ତୁ ମାେ ଇଚ୍ଛା ଅନୁସାରେ ନ ହାଇେ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ପୁତ୍ର ଏକାକୀ କିଛି କରିପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହାହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ଯ ସହେିସବୁ କରନ୍ତି।
ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।
ପୃଥିବୀର ଲୋକମାନଙ୍କୁ ବିଚାର କଲା ଭଳି ତୁମ୍ଭେ ମାରେ ବିଚାର କରୁଛ। ମୁଁ କାହାର ବିଚାର କରୁ ନାହିଁ।
ତେଣୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମନୁଷ୍ଯପୁତ୍ରଙ୍କୁ ଉର୍ଦ୍ଧ୍ବକୁ(ବଧକରିବାକୁ) ଉଠାଇବ। ସେତବେେଳେ ମୁଁ ଯେ ସହେି ବ୍ଯକ୍ତି ତାହା ତୁମ୍ଭେ ବୁଝି ପାରିବ। ମୁଁ ନିଜେ ଯାହା କରୁଛି, ଏସବୁ ମାେ ନିଜ ଅଧିକାରରୁ କରୁ ନାହିଁ, ପରମପିତା ମାେତେ ଯାହା ଶିକ୍ଷା ଦଇେଛନ୍ତି ସହେି କଥା ଯେ କବଳେ ମୁଁ କହୁଛି, ଏହା ତୁମ୍ଭେ ପରେ ଜାଣି ପାରିବ।
ଯୀଶୁ ସହେି ଯିହୂଦୀମାନଙ୍କୁ କହିଲେ, ଯଦି ପରମେଶ୍ବର ପ୍ରକୃତ ରେ ତୁମ୍ଭର ପରମପିତା, ତବେେ ତୁମ୍ଭେ ମାେତେ ଭଲ ପାଇବା ଉଚିତ। ମୁଁ ପରମେଶ୍ବରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠା ରେ ଅଛି। ମୁଁ ମାେ କ୍ଷମତା ଅନୁସାରେ ଆସିନାହିଁ। ପରମେଶ୍ବର ମାେତେ ଏଠାକୁ ପଠାଇଛନ୍ତି।
ମୁଁ ନିଜେ ସମ୍ମାନ ପାଇବା ପାଇଁ ଚେଷ୍ଟା କରୁନାହିଁ। ମାତ୍ର ଜଣେ ଅଛନ୍ତି, ୟିଏ ମାେ ନିମନ୍ତେ ସମ୍ମାନ ଇଚ୍ଛା କରନ୍ତି। ସେ ହେଉଛନ୍ତି ବିଚାରକର୍ତ୍ତା।
ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
ମ୍ଭେ ମାେତେ ଯେଉଁ କାମ ଦଇେଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାର ରେ ଗୌରବାନ୍ବିତ କରିଛି।
ଯୀଶୁ ପିତରଙ୍କୁ କହିଲେ, ତୁମ୍ଭେ ଖଣ୍ଡା ଖାପରେ ରଖି ଦିଅ। ପରମପିତା ମାେତେ ଏହି ପିଆଲା ପିଇବାକୁ ଦଇେଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ।
ପରମେଶ୍ବର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ଯାୟ ବିଚ଼ାର କରନ୍ତି। ଏହା ଆମ୍ଭମାନେେ ଜାଣୁ ଯେ, ପରମେଶ୍ବରଙ୍କର ନ୍ଯାୟ ବିଚ଼ାର ଠିକ୍ ଅଟେ।
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।