ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦଇେଥିଲେ। ଏବଂ ତୁମ୍ଭମାନେେ ସହେି ଆଲୋକ କିଛି କ୍ଷଣ ପାଇଁ ଉପ ଭୋଗ କରି ଖୁସି ହେଲ।
Cross references
ଲୋକମାନେ ଦେଖି ପାରିଲେ ଯେ ମାଶାଙ୍କେର ମୁଖ ଉଜ୍ଜଳ ଦିଶୁଛି। ତେଣୁ ମାଶାେ ତାଙ୍କର ମୁହଁ ରେ ଆବରଣ ଦେଲେ। ମାଶାେ ସଦାପ୍ରଭୁଙ୍କ ସହିତ ପୁନ୍ନରାଯ କଥା ହବୋ ପର୍ୟ୍ଯନ୍ତ ତାଙ୍କର ମୁହଁ ଆବରଣ କରି ରଖିଲେ।
ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।
ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।
ଏ କଥା ଶୁଣି ଯୋହନଙ୍କ ଶିଷ୍ଯମାନେ ଫରେି ଯାଉଥିବା ସମୟରେ ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିଲେ, ଏ ମରୁଭୂମିକୁ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ପବନ ରେ ଦୋହଲୁ ଥିବା କୌଣସି ନଳଗଛକୁ ?
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।
ପଥୁରିଆ ଜାଗା ରେ ବୁଣାଯାଇଥିବା ବୀଜର ଅର୍ଥ କ'ଣ? ବୀଜଟି ଠିକ୍ ସହେି ଲୋକପରି, ଯେ ସୁସମାଚାର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।
କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.
ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।
ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।
ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ଯରୁ ଜାତ ସମସ୍ତଙ୍କ ମଧିଅରେ ଯୋହନଙ୍କଠାରୁ ଅଧିକ ମହାନ୍ କହେି ନାହିଁ। ତଥାପି ପରମେଶ୍ବରଙ୍କ ରାଜ୍ଯର ଯେଉଁ ଲୋକ ସବୁଠାରୁ େଛାଟ, ସେ ମଧ୍ଯ ଯୋହନଙ୍କଠାରୁ ମହାନ।
ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।
ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନକେ ଶିଷ୍ଯ ତାହାଙ୍କୁ ଛାଡି ଚାଲିଗଲେ। ସମାନେେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
ତୁମ୍ଭମାନେେ ସେତବେେଳେ ଅତ୍ଯଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା ? ମାରେ ମନେ ପଡ଼େ, ତୁମ୍ଭମାନେେ ତୁମ୍ଭମାନଙ୍କର ସାଧ୍ଯମତେ ମାେତେ ସାହାୟ୍ଯ କରିବା ପାଇଁ ଆଗଇେ ଆସିଥିଲ। ସମ୍ଭବ ହାଇେଥିଲେ, ତୁମ୍ଭମାନେେ ନିଜର ଆଖି ମଧ୍ଯ ତାଡ଼ି ମାେତେ ପ୍ରଦାନ କରି ଦଇେଥାଆନ୍ତ।
ଭବିଷ୍ଯଦ୍ ବକ୍ତା କହିଥିବା କଥାଗୁଡ଼ିକ ବିଷୟ ରେ ସୁନିଶ୍ଚିତ ହବୋ ପାଇଁ ଏହା ଅଧିକ ସାହାୟ୍ଯ କରେ। ଭବିଷ୍ଯଦ୍ ବକ୍ତାମାନେ ଯାହା ଯାହା କହିଛନ୍ତି, ସଗେୁଡ଼ିକୁ ଯଥାସମ୍ଭବ କାର୍ୟ୍ଯକାରୀ କରିବା ତୁମ୍ଭ ପାଇଁ ଭଲ। ସମାନେେ ଯାହା କହିଛନ୍ତି ତାହା ଅନ୍ଧକାର ରେ ଜ୍ଯୋତିଃ ତୁଲ୍ଯ ପ୍ରକାଶିତ ହେଲା। ସକାଳ ହବୋ ପର୍ୟ୍ଯନ୍ତ ଓ ପ୍ରଭାତୀ ତାରା ତୁମ୍ଭ ମନ ରେ ନୂତନ ଜ୍ଯୋତିଃ ନ ଆଣିବା ପର୍ୟ୍ଯନ୍ତ, ତୁମ୍ଭ ପାଖ ରେ ସହେି ଜ୍ଯୋତିଃ ଅଛି।