Home Bibles ଯୋହନଲିଖିତ ସୁସମାଚାର 6:11 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 6:11 · ଓଡ଼ିଆ ବାଇବେଲ

ଯୀଶୁ ରୋଟୀ ନଇେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ଯ ସହେିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।

Cross references

ପ୍ରଥମ ଶାମୁୟେଲ 9:13

ତୁମ୍ଭମାନେେ ସହର ଭିତରକକ୍ସ୍ଟ ୟାଅ, ତାଙ୍କୁ ପାଇୟିବ। ଯଦି ତୁମ୍ଭେ ଚଞ୍ଚଳ ୟିବ, ତବେେ ତୁମ୍ଭେ ତାଙ୍କୁ ଉପାସନା ସ୍ଥାନ ରେ ଭୋଜନ ପୂର୍ବରକ୍ସ୍ଟ ସାକ୍ଷାତ କରିପାରିବ। ସଠାେରେ ସେ ନବୈେଦ୍ଯକକ୍ସ୍ଟ ଆଶୀର୍ବାଦ କରିବେ। ତା'ପରେ ଲୋକମାନେ ଭୋଜନ କରିବେ। ସେ ନ ଆସିବା ପର୍ୟ୍ଯନ୍ତ ଲୋକମାନେ ଖାଇବା ଆରମ୍ଭ କରନ୍ତି ନାହିଁ। ତେଣୁ ଯଦି ତୁମ୍ଭେ ଚଞ୍ଚଳ ହକ୍ସ୍ଟଅ ତାଙ୍କୁ ପାଇପାରିବ।

ମାଥିଉଲିଖିତ ସୁସମାଚାର 15:36

ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା'ପରେ ସେ ପରମେଶ୍ବରଙ୍କୁ ଖାଦ୍ୟ ପାଇଁ ଧନ୍ଯବାଦ ଦେଲେ। ଯୀଶୁ ସଗେୁଡିକୁ େଛାଟ େଛାଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ଯମାନଙ୍କୁ ଦେଲେ। ଶିଷ୍ଯମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ।

ଲୂକଲିଖିତ ସୁସମାଚାର 24:30

ଯୀଶୁ ସମାନଙ୍କେ ସହିତ ଖାଇବା ପାଇଁ ବସି ପଡିଲେ। ସେ ହାତ ରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ଯବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସମାନଙ୍କେୁ ଦେଲେ।

ଯୋହନଲିଖିତ ସୁସମାଚାର 6:23

କିନ୍ତୁ ସେତବେେଳେ ତିବିରିଆରୁ କେତକେ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନ ରେ ପୂର୍ବଦିନ ଖାଇଥିଲେ ସଠାେରେ ଡଙ୍ଗାଗୁଡିକ ଆସି ରହିଲା। ସହେି ସ୍ଥାନ ରେ ପ୍ରଭୁ ଯୀଶୁ ଧନ୍ଯବାଦ ଦବୋ ପରେ ସମାନେେ ରୋଟୀ ଖାଇଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:35

ଏତିକି କହିବା ପରେ ପାଉଲ କିଛି ରୋଟୀ ନଇେ ସମସ୍ତଙ୍କ ଆଗ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡଇେ ଖାଇବାକୁ ଆରମ୍ଭ କଲେ।

ରୋମୀୟଙ୍କ ପ୍ରତି ପତ୍ର 14:6

ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡିକ ତୁଳନା ରେ ବିଶଷେ ମହତ୍ତ୍ବ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯ ବାଦ ଜଣାଏ। ଯେଉଁ ଲୋକ କେତକେ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ, ଓ ତାହାଙ୍କୁ ଧନ୍ଯବାଦ ଜଣାଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:31

ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:18

ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:4

ପରମେଶ୍ବର ଯାହା ସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ବରଙ୍କୁ ଧନ୍ଯବାଦ ଦଲୋ ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ ନୁହେଁ।

Interlinear

Choose Theme