Home Bibles ☰ Books ଯୋହନଲିଖିତ ସୁସମାଚାର 6:21 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 6:21 · ଓଡ଼ିଆ ବାଇବେଲ

ଯୀଶୁ ଏକଥା କହିବା ପରେ ଶିଷ୍ଯମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସି ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ଯ ସ୍ଥଳ ରେ ଆସି ପହଞ୍ଚିଲା।

Cross references

ଗୀତସଂହିତା 24:7

ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।

ପରମଗୀତ 3:4

ସମାନଙ୍କେୁ ଛାଡି଼ବାର ଅଳ୍ପକ୍ଷଣ ପ ରେ ଯାହାକୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାଙ୍କୁ ମାରେ ମାଆର ଗୃହର କଠାେରୀକୁ ନଇଗେଲି, ଯେଉଁଠା ରେ ମୁଁ ଗର୍ଭ ରେ ସଞ୍ଚାରିତ ହାଇେଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ୟିବାକୁ ଦଲେି ନାହିଁ।

ମାଥିଉଲିଖିତ ସୁସମାଚାର 14:32

ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିୟିବା ପରେ ପବନ ବନ୍ଦ ହାଇଗେଲା।

ମାର୍କଲିଖିତ ସୁସମାଚାର 6:51

ତା'ପରେ ସେ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଚଢିଗଲେ। ପବନ ବନ୍ଦ ହାଇଗେଲା। ଏଥି ରେ ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:20

ଦେଖ, ମୁଁ ଏଠା ରେ ଅଛି ଓ ଦ୍ବାର ପାଖ ରେ ଠିଆ ହାଇେ ଆଘାତ କରୁଛି। ଯଦି ଜଣେ ଲୋକ ମାେ ସ୍ବର ଶୁଣେ ଓ ଦ୍ବାର ଫିଟାଏ, ତବେେ ମୁଁ ଭିତରକୁ ଆସି ସହେି ଲୋକ ସହିତ ଖାଇବି। ସେ ଲୋକ ମଧ୍ଯ ମାେ ସହିତ ଖାଦ୍ୟ ଖାଇବ।

Interlinear

Choose Theme