Home Bibles ☰ Books ଯୋହନଲିଖିତ ସୁସମାଚାର 6:25 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 6:25 · ଓଡ଼ିଆ ବାଇବେଲ

ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସମାନେେ ତାହାଙ୍କୁ ପଚାରିଲେ, ଗୁରୁ, ଆପଣ ଏଠାକୁ କେତବେେଳେ ଆସିଲେ?

Cross references

ମାଥିଉଲିଖିତ ସୁସମାଚାର 23:7

ସମାନେେ ବଜାର ସ୍ଥାନମାନଙ୍କ ରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସମାନେେ ଚ଼ାହାଁନ୍ତି ଯେ ଲୋକେ ତାହାଙ୍କୁ 'ରାବ୍ବୀ' ବୋଲି ଡ଼ାକନ୍ତୁ।

ଯୋହନଲିଖିତ ସୁସମାଚାର 1:38

ଯୀଶୁ ବୁଲି ପଡି ଦେଖିଲେ ଯେ, ସହେି ଦୁଇ ଜଣ ବ୍ଯକ୍ତି ତାହାଙ୍କ ଅନୁସରଣ କରୁଛନ୍ତି। ସେ ପଚାରିଲେ, ତୁମ୍ଭମାନେେ କ'ଣ ଚାହଁ?

Interlinear

Choose Theme