Home Bibles ଯୋହନଲିଖିତ ସୁସମାଚାର 6:5 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 6:5 · ଓଡ଼ିଆ ବାଇବେଲ

ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?

Cross references

ମାଥିଉଲିଖିତ ସୁସମାଚାର 14:14

ଡଙ୍ଗାରୁ ବାହାରି ଆସିବା ବଳକେୁ ଯୀଶୁ ଦେଖିଲେ, ସଠାେରେ ବହୁତ ଲୋକ ଜମା ହାଇେଛନ୍ତି। ଲୋକଙ୍କ ଉପରେ ତାହାଙ୍କର ଦୟା ହେଲା। ସେ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କରିଲେ।

ମାଥିଉଲିଖିତ ସୁସମାଚାର 15:33

ଯୀଶୁଙ୍କ ଶିଷ୍ଯମାନେ କହିଲେ, ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନ ରେ କେଉଁଠାରୁ ପାଇବା? ଆମ୍ଭେ ନଗର ଠାରୁ ବହୁତ ଦୂର ରେ ଅଛୁ।

ମାର୍କଲିଖିତ ସୁସମାଚାର 6:34

ଯୀଶୁ ଯେତବେେଳେ ସଠାେରେ ପହନ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସମାନଙ୍କେ ପାଇଁ ଦୁଃଖ ଅନୁଭବ କଲେ। କାରଣ ସମାନେେ ମଷେପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସମାନଙ୍କେୁ ଅନକେ ଉପଦେଶ ଦେଲେ।

ମାର୍କଲିଖିତ ସୁସମାଚାର 8:2

ଏ ଲୋକମାନଙ୍କ ପାଇଁ ମାେତେ ବଡ ଦୁଃଖ ଲାଗୁଛି। ସମାନେେ ମାେ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସମାନଙ୍କେ ପାଖ ରେ ଖାଇବାକୁ କିଛି ନାହିଁ।

ଲୂକଲିଖିତ ସୁସମାଚାର 9:12

ଅପରାହ୍ନର ବିଳମ୍ବିତ ପ୍ରହର ରେ ବାରଜଣ ଯାକ ପ୍ ରରେିତ ଯୀଶୁଙ୍କ ପାଖକୁ ଆସି କହିଲେ, ଏ ସ୍ଥାନଟି ନିର୍ଜ୍ଜନ ଅଟେ। ଆପଣ ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସମାନେେ ଆଖପାଖ ଗାଁ ଓ କ୍ଷେତ୍ରକୁ ଯାଇ ବସା ଓ ଖାଦ୍ୟର ବ୍ଯବସ୍ଥା କରନ୍ତୁ।

ଯୋହନଲିଖିତ ସୁସମାଚାର 1:43

ତା'ପରଦିନ ଯୀଶୁ ଗାଲୀଲୀକୁ ୟିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, ମାରେ ଅନୁସରଣ କର।

ଯୋହନଲିଖିତ ସୁସମାଚାର 4:35

ତୁମ୍ଭମାନେେ ଯେତବେେଳେ କିଛି ରୋପଣ କର ସେତବେେଳେ ତୁମ୍ଭେ ସର୍ବଦା କୁହ, 'ଶସ୍ଯ କଟା ହବୋ ପାଇଁ ଆହୁରି ଚାରି ମାସ ବାକି ଅଛି।' କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସମାନେେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ଯ ଅଟନ୍ତି।

Interlinear

Choose Theme