Home Bibles ଯୋହନଲିଖିତ ସୁସମାଚାର 6:53 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 6:53 · ଓଡ଼ିଆ ବାଇବେଲ

ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ନିଶ୍ଚୟ ମନଷ୍ଯପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନକରିବ, ତବେେ ତୁମ୍ଭ ଭିତ ରେ ପ୍ରକୃତ ଜୀବନ ନାହିଁ।

Cross references

ମାଥିଉଲିଖିତ ସୁସମାଚାର 5:18

ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।

ମାଥିଉଲିଖିତ ସୁସମାଚାର 8:20

ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

ମାଥିଉଲିଖିତ ସୁସମାଚାର 18:3

ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତ ରେ ଗୋଟିଏ େଛାଟ ପିଲାଭଳି ହାଇଯୋଅ। ଏକଥା ନକଲେ ତୁମ୍ଭେ ସ୍ବର୍ଗରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।

ମାଥିଉଲିଖିତ ସୁସମାଚାର 26:26

ସମାନେେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସହେି ରୋଟୀ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ତା'ପରେ ରୋଟୀ ଛିଣ୍ଡଇେଲେ। ତାହାକୁ ଶିଷ୍ଯମାନଙ୍କୁ ଦେଲେ। ଯୀଶୁ କହିଲେ, ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମାରେଶରୀର।

ଲୂକଲିଖିତ ସୁସମାଚାର 13:3

ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।

ଲୂକଲିଖିତ ସୁସମାଚାର 13:5

ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।

ଯୋହନଲିଖିତ ସୁସମାଚାର 3:3

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ପ୍ରେତ୍ୟକକ ବ୍ଯକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହବୋ ଆବଶ୍ଯକ। ଯଦି କୌଣସି ଲକେ ପୁନର୍ବାର ଜନ୍ମ ନହୁଏ, ତବେେ ସେ ଲୋକ ପରମେଶ୍ବରଙ୍କର ରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।

ଯୋହନଲିଖିତ ସୁସମାଚାର 3:5

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହାଇେ ନଥାଏ, ତବେେ ସେ କଦାପି ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରି ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 3:36

ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।

ଯୋହନଲିଖିତ ସୁସମାଚାର 6:26

ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ମାେତେ କାହଁକି ଖାଜେୁଛ? ମୁଁ କରିଥିବା ଆଶ୍ଚର୍ୟ୍ଯକାର୍ୟ୍ଯଗୁଡିକ ମାରେ ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମାେତେ ଖାଜେୁଛ କି? ତା' ନୁହେଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହାଇେଥିବାରୁ ତୁମ୍ଭମାନେେ ମାେତେ ଖୋଜୁଛ।

ଯୋହନଲିଖିତ ସୁସମାଚାର 6:47

ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ବ୍ଯକ୍ତି ବିଶ୍ବାସ କରେ ତବେେ ସେ ଅନନ୍ତ ଜୀବନ ଲାଭ କରେ।

ଯୋହନଲିଖିତ ସୁସମାଚାର 6:55

ମାରେ ମାଂସ ପ୍ରକୃତ ଆହାର। ମାରେ ରକ୍ତ ପ୍ରକୃତ ପାନୀୟ।

ଯୋହନଲିଖିତ ସୁସମାଚାର 13:8

ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।

ଯୋହନଲିଖିତ ସୁସମାଚାର 15:4

ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।

ଯୋହନଙ୍କ ପ୍ରଥମ ପତ୍ର 5:12

ୟିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:17

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Interlinear

Choose Theme