Home Bibles ☰ Books ଯୋହନଲିଖିତ ସୁସମାଚାର 6:59 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 6:59 · ଓଡ଼ିଆ ବାଇବେଲ

ଯୀଶୁ କଫର୍ନାହୂମର ସମାଜଗୃହ ରେ ଏହି ସବୁ କଥା ଉପଦେଶ ଦେଉଥିଲେ।

Cross references

ଗୀତସଂହିତା 40:9

ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।

ହିତୋପଦେଶ 1:20

ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପ ରେ ଉଚ୍ଚ ସ୍ବର ରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ବର ଶୁଣାଏ।

ହିତୋପଦେଶ 8:1

ଶୁଣ ! ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡ଼ାକୁଛନ୍ତି।

ଲୂକଲିଖିତ ସୁସମାଚାର 4:31

ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାର ରେ ଲୋକମାନଙ୍କୁ ଉପଦେଶ ଦବୋକୁ ଲାଗିଲେ।

ଯୋହନଲିଖିତ ସୁସମାଚାର 6:24

ଲୋକମାନେ ସଠାେରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ନଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗାଗୁଡିକରେ ଯାତ୍ରା କରି ଯୀଶୁଙ୍କୁ ଖାଜେିବା ପାଇଁ କଫର୍ନାହୂମକୁ ଗଲେ।

ଯୋହନଲିଖିତ ସୁସମାଚାର 18:20

ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।

Interlinear

Choose Theme