ଯୀଶୁଙ୍କର ଶିଷ୍ଯମାନେ ଏହି ସବୁ କଥା ଶୁଣିଲେ। ସମାନଙ୍କେ ଭିତରୁ ଅନକେ କହିଲେ, ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରିପାରିବ?
Cross references
ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ଧନ୍ଯ।
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଖାଦ୍ୟ, ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ପ୍ରଚାର କଲେ।
ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନକେ ଶିଷ୍ଯ ତାହାଙ୍କୁ ଛାଡି ଚାଲିଗଲେ। ସମାନେେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
ଯୀଶୁ ତାହାଙ୍କୁ ବିଶ୍ବାସ କରୁଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେ ମାରେ ଶିକ୍ଷା ସବୁବେଳେ ମାନି ଚଳିବ, ତବେେ ତୁମ୍ଭେ ମାରେ ପ୍ରକୃତ ଶିଷ୍ଯ ହବେ।
ମୁଁ ଯାହା ସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁନାହଁ। ଏହାର କାରଣ ହେଲା ତୁମ୍ଭେ ମାେ ଉପଦେଶ ଗ୍ରହଣ କରି ପାରୁ ନାହଁ।
ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।
ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।