ସଠାେରେ ବହୁତ ଲୋକ ଥିଲେ। ସମାନଙ୍କେ ମଧ୍ଯରୁ ଅନକେେ ଗୋପନ ରେ ନିଜ ନିଜ ଭିତ ରେ ଯୀଶୁଙ୍କ ବିଷୟ ରେ କଥାବାର୍ତ୍ତା ହେଉଥିଲେ। କେତକେ ଲୋକ କହିଲେ, ସେ ଜଣେ ଉତ୍ତମ ଲୋକ। କିନ୍ତୁ ଅନ୍ୟମାନେ କହୁଥିଲେ, ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।
Cross references
ଜଣେ ଶିଷ୍ଯ ତା' ଗୁରୁ ଭଳି ହବୋ ରେ ଓ ଜଣେ ସବେକ ତା' ମାଲିକ ଭଳି ହବୋ ରେ ସନ୍ତାଷେ ଲାଭ କରିବା ଦରକାର। ଘରର ମୁଖ୍ଯଙ୍କୁ ଯଦି ବାଆଲ୍ଜିବୂଲ କହି ଡକାଯାଏ ତବେେ ଘରର ଅନ୍ୟ ସଦସ୍ଯମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମ ରେ ଡକାୟିବ।
ଯୀଶୁ କାଇସରିଯା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ଯମାନଙ୍କୁ କହିଲେ, ମୁଁ ହେଉଛି ମନୁଷ୍ଯପୁତ୍ର ମୁଁ କିଏ ବୋଲି ଲୋକେ ମାେ ବିଷୟ ରେ କ'ଣ କହୁଛନ୍ତି?
ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।
ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'
ଜଣେ ଭଲ ଲୋକର ମନ ଭିତ ରେ ଭଲ ବିଷୟ ସଞ୍ଚିତ ହାଇେ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତ ରେ ଖରାପ ବିଷୟ ସଞ୍ଚିତ ହାଇେ ରିହଥାଏ। ତେଣୁ ତା' ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତ ରେ ଯାହା ଥାଏ, ସେ ତାହା କହିଥାଏ।
ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।
ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ମାେତେ ଉତ୍ତମ ବୋଲି କାହିଁକି କହିଲ? କବଳେ ପରମେଶ୍ବର ହିଁ ଉତ୍ତମ।
ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
ଯିହୂଦୀମାନଙ୍କର ହାରାମାଥୀଯା ନଗରର ଜଣେ ଲୋକ ସଠାେରେ ଥିଲେ। ତାହାଙ୍କ ନାମ ୟୋ ସଫେ। ସେ ଯିହୂଦୀ ମହାସଭାର ଜଣେ ସଦସ୍ଯ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ବରଙ୍କ ରାଜ୍ଯକୁ ଅପେକ୍ଷା କରୁଥିଲେ।
ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖି କହିଲେ, ସେ ନିଶ୍ଚୟ ଜଣେ ଭବିଷ୍ଯଦ୍ବକ୍ତା, ୟିଏ କି ଏହି ଜଗତକୁ ଆସିଛନ୍ତ।
ୟିରୁଶାଲମ ରେ ବାସ କରୁଥିବା କେତକେ ଲୋକ କହିଲେ, ଏହି ଲୋକକୁ ସମାନେେ ମାରିବା ପାଇଁ ଚାହାଁନ୍ତି।
ଲୋକମାନେ ଯୀଶୁଙ୍କ ବିଷୟ ରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ଯ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିର ରେ କେତକେ ସୈନ୍ଯଙ୍କୁ ପଠାଇଲେ।
ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତକେ ଲୋକ କହିଲେ, ଏହି ଲୋକ ପ୍ରକୃତ ରେ ସହେି ଭବିଷ୍ଯଦ୍ବକ୍ତା।
ଫାରୂଶୀମାନେ କହିଲେ, ତାହା ହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ଯ ବୋକା ବନଇେଛନ୍ତି।
ଯିହୂଦୀନେତାମାନେ ଉତ୍ତର ଦେଲେ, ତୁମ୍ଭେ କ'ଣ ସହେି ଗାଲିଲୀୟମାନଙ୍କ ମଧ୍ଯରୁ ଜଣେ? ଧର୍ମଶାସ୍ତ୍ରଗୁଡିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ଯଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।
କେତକେ ଫାରୂଶୀମାନେ କହିଲେ, ଏ ଲୋକ ବିଶ୍ରାମବାରର ନିୟମ ମାନୁ ନାହିଁ। ତେଣୁ ସେ ପରମେଶ୍ବରଙ୍କ ପାଖରୁ ଆସି ନାହିଁ।
ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧିଅରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା।
ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ଯକ୍ତି ଥିଲେ। ସେ ପବିତ୍ର ଆତ୍ମା ଓ ବିଶ୍ବାସ ରେ ପୂର୍ଣ୍ଣ ଥିଲେ। ତେଣୁ ଅନକେ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ଯ ହେଲେ।
ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।
ଅଭିଯୋଗ ବା ବାଦାନୁବାଦ ନ କରି ପ୍ରେତ୍ୟକକ କାର୍ୟ୍ଯ କର।