Home Bibles ଯୋହନଲିଖିତ ସୁସମାଚାର 7:20 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 7:20 · ଓଡ଼ିଆ ବାଇବେଲ

ଲୋକମାନେ କହିଲେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦଇେଛି। ଆମ୍ଭ ତୁମ୍ଭକୁ ମାରିବାକୁ ଚେଷ୍ଟାକରୁ ନାହୁଁ।

Cross references

ମାଥିଉଲିଖିତ ସୁସମାଚାର 10:25

ଜଣେ ଶିଷ୍ଯ ତା' ଗୁରୁ ଭଳି ହବୋ ରେ ଓ ଜଣେ ସବେକ ତା' ମାଲିକ ଭଳି ହବୋ ରେ ସନ୍ତାଷେ ଲାଭ କରିବା ଦରକାର। ଘରର ମୁଖ୍ଯଙ୍କୁ ଯଦି ବାଆଲ୍ଜିବୂଲ କହି ଡକାଯାଏ ତବେେ ଘରର ଅନ୍ୟ ସଦସ୍ଯମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମ ରେ ଡକାୟିବ।

ମାଥିଉଲିଖିତ ସୁସମାଚାର 11:18

ବର୍ତ୍ତମାନର ଲୋକମାନେ ସପରେି। ଯୋହନ ଆସିଲେ। କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉନଥିଲେ କି ପିଉ ନଥିଲେ। ଲୋକେ କହିଲେ, 'ତାହାଙ୍କ ଦହେ ରେ ଭୂତ ପଶି ଯାଇଛି।'

ମାଥିଉଲିଖିତ ସୁସମାଚାର 12:24

ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, ଯୀଶୁ ଭୂତମାନଙ୍କ ଶାସକ ବାଆଲ୍ଜିବୂଲ ଙ୍କ ସାହାର୍ୟ୍ଯ ରେ ଭୂତମାନଙ୍କୁ ଛଡ଼ାନ୍ତି।

ମାର୍କଲିଖିତ ସୁସମାଚାର 3:21

ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସମାନେେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।

ମାର୍କଲିଖିତ ସୁସମାଚାର 3:30

ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କଠା ରେ ଦୁଷ୍ଟାତ୍ମା ଅଛି ବୋଲି କହିଥିବାରୁ, ଯୀଶୁ ଏସବୁ କହିଲେ।

ଯୋହନଲିଖିତ ସୁସମାଚାର 8:48

ୟିରୂଦୀମାନେ ଉତ୍ତର ଦେଲେ, ଆମ୍ଭମାନେେ କହୁଛୁ, ତୁମ୍ଭେ ଜଣେ ଶମିରୋଣୀୟ। ତୁମ୍ଭ ଭିତ ରେ ଗୋଟିଏ ଭୂତ ରହିଛି ଓ ସେ ତୁମ୍ଭକୁ ପାଗଳ କରି ଦଇେଛି। ଆମ୍ଭର ଏହି କଥା କ'ଣ ଠିକ୍ ନୁହେଁ କି?

ଯୋହନଲିଖିତ ସୁସମାଚାର 8:52

ଯିହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରାହାମ ମରିଥିଲେ ଓ ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, 'ମାେ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।'

ଯୋହନଲିଖିତ ସୁସମାଚାର 10:20

ସମାନଙ୍କେ ମଧ୍ଯରୁ ଅନକେ ଯିହୂଦୀ କହିଲେ, ଜଣେ ଭୂତ ତା ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦଇେଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:24

ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।

Interlinear

Choose Theme