ଲୋକମାନେ ଯୀଶୁଙ୍କ ବିଷୟ ରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ଯ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିର ରେ କେତକେ ସୈନ୍ଯଙ୍କୁ ପଠାଇଲେ।
Cross references
ଜମା ହାଇେଥିବା ଲୋକେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ, ସମାନେେ କୁହାକୁହି ହେଲେ, ଆମ୍ଭ ପାଖକୁ ପରମେଶ୍ବର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସହେି ଦାଉଦଙ୍କ ପୁତ୍ର ଅଟନ୍ତି?
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?
ମନ୍ଦିର ରେ ସୈନ୍ଯମାନେ ମୁଖ୍ଯଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫରେି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?
ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।
ତେଣୁ ଫାରୂଶୀମାନେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଆମ୍ଭର ଯୋଜନା କାମ କରୁନାହିଁ। ସାରା ଜଗତ ତାହାଙ୍କର ଅନୁଗରଣ କରିଲଣେି।
ତେଣୁ ସେ ଦଳେ ସୈନ୍ଯଙ୍କୁ ନଇେ ବଗିଗ୍ଭକୁ ଗଲା। ସେ ମୁଖ୍ଯ ଯାଜକ ଓ ଫାରୂଶୀମାନଙ୍କ ମଧ୍ଯରୁ କେତକେ ପ୍ରହରୀମାନଙ୍କୁ ମଧ୍ଯ ଆଣିଥିଲା। ସମାନେେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସଠାେରେ ପହନ୍ଚିଲେ।
ତେଣୁ ସନୋପତି ସହେି ଲୋକମାନଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କୁ ନଇେ ଆସିଲେ। ସମାନେେ ପ୍ ରରେିତମାନଙ୍କୁ ଜାରେ ଜବରଦସ୍ତି କରି ଆଣିଲେ ନାହିଁ କାରଣ ସମାନେେ ଭୟ କଲେ, ଯଦି ସମାନେେ ଏପରି କରିବେ, ତବେେ ଲୋକମାନେ ହୁଏତ ସମାନଙ୍କେୁ ପଥର ଫୋପାଡ଼ିବେ।