Home Bibles ଯୋହନଲିଖିତ ସୁସମାଚାର 7:46 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 7:46 · ଓଡ଼ିଆ ବାଇବେଲ

ମନ୍ଦିରର ସୈନ୍ଯମାନେ ଉତ୍ତର ଦେଲେ, ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ଯବାନ୍।

Cross references

ମାଥିଉଲିଖିତ ସୁସମାଚାର 7:28

ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

ଲୂକଲିଖିତ ସୁସମାଚାର 4:22

ପ୍ରେତ୍ୟକକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ଯ ବାହାରି ଆସୁଥିଲା, ସେଥି ରେ ସମସ୍ତେ ବିସ୍ମିତ ହାଇେ ଯାଉଥିଲେ। ସମାନେେ କହୁଥିଲେ, ଏ କ'ଣ ୟୋ ସଫଙ୍କେ ପୁଅ ନୁହେଁ?

ଯୋହନଲିଖିତ ସୁସମାଚାର 7:26

କିନ୍ତୁ ସେ ପ୍ରକାଶ ରେ ପ୍ରଚାର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଚାର ବନ୍ଦ କରିବା ପାଇଁ ଚେଷ୍ଟା କରୁନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତ ରେ ଖ୍ରୀଷ୍ଟ।

Interlinear

Choose Theme