Home Bibles ଯୋହନଲିଖିତ ସୁସମାଚାର 7:5 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 7:5 · ଓଡ଼ିଆ ବାଇବେଲ

(ଯୀଶୁଙ୍କର ଭାଇମାନେ ସୁଦ୍ଧା ତାହାଙ୍କୁ ବିଶ୍ବାସ କରୁନଥିଲେ।)

Cross references

ମୀଖା 7:5

ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।

ମାର୍କଲିଖିତ ସୁସମାଚାର 3:21

ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସମାନେେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।

ଯୋହନଲିଖିତ ସୁସମାଚାର 1:11

ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,

ଯୋହନଲିଖିତ ସୁସମାଚାର 7:3

ତେଣୁ ଯୀଶୁଙ୍କର ଭାଇମାନେ ତାହାଙ୍କୁ କହିଲେ, ଏ ସ୍ଥାନ ଛାଡ ଓ ପର୍ବ ସକାେଶ ୟିହୂଦା ପ୍ରଦେଶକୁ ଯାଅ। ଯେପରି ତୁମ୍ଭର ଶିଷ୍ଯମାନେ ସଠାେରେ ତୁମ୍ଭେ କରୁଥିବା ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡୁକ ଦେଖି ପାରିବେ।

ଯୋହନଲିଖିତ ସୁସମାଚାର 7:10

ତେଣୁ ଯୀଶୁଙ୍କର ଭାଇମାନେ ପର୍ବକୁ ଗଲେ। ସମାନେେ ଗଲାପରେ ଯୀଶୁ ମଧ୍ଯ ଗଲେ। ସେ ଲୋକମାନଙ୍କୁ ଦୃଷ୍ଟିଗୋଚର ହେଲେ ନାହିଁ।

Interlinear

Choose Theme