Home Bibles ଯୋହନଲିଖିତ ସୁସମାଚାର 7:52 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 7:52 · ଓଡ଼ିଆ ବାଇବେଲ

ଯିହୂଦୀନେତାମାନେ ଉତ୍ତର ଦେଲେ, ତୁମ୍ଭେ କ'ଣ ସହେି ଗାଲିଲୀୟମାନଙ୍କ ମଧ୍ଯରୁ ଜଣେ? ଧର୍ମଶାସ୍ତ୍ରଗୁଡିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ଯଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।

Cross references

ଆଦି ପୁସ୍ତକ 19:9

ଘରକୁ ଘରେି ରହିଥିବା ଲୋକମାନେ ଲୋଟଙ୍କୁ କହିଲେ, ଏହିଠାକୁ ଆସ! ଏହପରେ ପରସ୍ପରକୁ କହିଲେ, ଏହି ଲୋଟ, ଆମ ସହର ରେ ଏକ ଭ୍ରମଣକାରୀ। ବର୍ତ୍ତମାନ ସେ ଆମ୍ଭର ଜୀବନ ଶୈଳକୁ ସମାଲୋଚନା କରିବାକୁ ସାହାସ କରୁଛି! ତା'ପରେ ସହେି ଲୋକମାନେ ସମାନଙ୍କେର ଲୋଟକୁ କହିଲେ, ଆମ୍ଭମାନେେ ସମାନଙ୍କେୁ ଯେତିକି ଆଘାତ କରିବା ପାଇଁ ଯୋଜନା କରିଛୁ ତା' ଅପାକ୍ଷା ଆମ୍ଭେ ତୁମ୍ଭକୁ ଅଧିକ ଆଘାତ କରିବୁ। ସମାନେେ ସମାନଙ୍କେର କଥା ରେ ତା' ଉପରେ ଚାପ ପକାଇଲେ। ଏହାପରେ ସମାନେେ ଅତି ନିକଟତର ହପୋକୁ ଲାଗିଲେ ଓ କବାଟ ଭାଙ୍ଗିବାକୁ ଉଦ୍ଯତ ହେଲେ।

ଯାତ୍ରା ପୁସ୍ତକ 2:14

ସହେି ଲୋକ ଜଣକ ଉତ୍ତର ଦଲୋ, କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଚାରକର୍ତ୍ତା କରି ନିୟୁକ୍ତ କରିଅଛି? ତୁମ୍ଭେ ସହେି ମିଶରୀଯ ଲୋକଟିକୁ ବଧ କଲା ପରି ମାେତେ ବଧ କରିବା ପାଇଁ ଯୋଜନା କରୁଛ କି?

ପ୍ରଥମ ରାଜାବଳୀ 22:24

ତହିଁରେ କନାନାର ପୁତ୍ର ସିଦିକିଯ ମୀଖାଯର ଗାଲ ରେ ଏକ ଗ୍ଭପୁଡା ମାରି କହିଲା, ତୁମ୍ଭେ ଭାବୁଛ କି ସଦାପ୍ରଭୁଙ୍କ ଆତ୍ମା ମାେତେ ଛାଡି ଦଇେଛନ୍ତି ଓ ବର୍ତ୍ତମାନ ତୁମ୍ଭ ମାଧ୍ଯମ ରେ କହୁଛନ୍ତି। ତୁମ୍ଭକୁ କିପରି କହିଲେ?

ହିତୋପଦେଶ 9:7

ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।

ଯିଶାଇୟ 9:1

ଅତୀତ ରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପ ରେ ପରମେଶ୍ବର ସେ ଦେଶଗୁଡ଼ିକ ମହାନ୍ କରି ଦେଲେ। ସମୁଦ୍ର ନିକଟବର୍ତ୍ତୀ ୟର୍ଦ୍ଦନ ନଦୀର ଅପରପାଶର୍‌ବ ଗାଲୀଲୀର ଅଣଇହୁଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ।

ମାଥିଉଲିଖିତ ସୁସମାଚାର 4:15

ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।

ଯୋହନଲିଖିତ ସୁସମାଚାର 1:46

ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?

ଯୋହନଲିଖିତ ସୁସମାଚାର 7:41

ଅନ୍ୟମାନେ କହିଲେ, ସେ ଖ୍ରୀଷ୍ଟ।

ଯୋହନଲିଖିତ ସୁସମାଚାର 9:34

ଯିହୂଦୀମାନେ ଉତ୍ତର ଦେଲେ, ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହାଇେଛ। ତୁମ୍ଭେ କ'ଣ ଆମ୍ଭକୁ ଶିକ୍ଷା ଦବୋ ପାଇଁ ଚେଷ୍ଟା କରୁଛ? ଏହା କହି ସମାନେେ ତାକୁ ଜବରଦସ୍ତ ତଡି ଦେଲେ।

Interlinear

Choose Theme