ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ୟିବା) ପାଇଁ ସମସ୍ତ ସମୟ ଉପୟୁକ୍ତ।
Cross references
ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସହେି ୟଥାର୍ଥ ସମୟ ଆସିଅଛି। ଯେତବେେଳେ ତୁମ୍ଭେ ସିୟୋନକୁ ଦୟା କରିବ।
ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।
ଯୀଶୁ କହିଲେ, ନଗର ରେ ଥିବା ମାରଜେଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ 'ଗୁରୁ କହିଛନ୍ତି 'ମନୋନୀତ ସମୟ ଆସି ପାଖଇେ ଗଲାଣି ଓ ମୁଁ ତୁମ୍ଭ ଘ ରେ ମାେ ଶିଷ୍ଯମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।'
ଯୀଶୁ ଉତ୍ତର ଦେଲେ, ପ୍ରିୟ ନାରୀ, କ'ଣ କରିବାକୁ ହବେ, ଏହା ତୁମ୍ଭେ ମାେତେ କହିବା ଉଚିତ ନୁହେଁ। ମାରେ ସମୟ ଏପର୍ୟ୍ଯନ୍ତ ଆସି ନାହିଁ।
ତେଣୁ ତୁମ୍ଭମାନେେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ୟିବି ନାହିଁ। ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ।
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କହେି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତବେେଳେ ମଧ୍ଯ ତାହାଙ୍କୁ ହତ୍ଯା କରିବାର ଉଚିତ୍ ସମୟ ହାଇନେଥିଲା।
ଯୀଶୁ ଏସବୁ କଥା ମନ୍ଦିର ପରିସର ରେ ଉପଦେଶ ଦଲୋ ବେଳେ କହିଲେ। ଦାନ ପାତ୍ର ରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହାଇେଥିଲେ। କିନ୍ତୁ କହେି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ ସମୟ ସପେର୍ୟ୍ଯନ୍ତ ଆସି ନଥିଲା।
ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।
ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ବର୍ଗ ଆଡେ ଚାହିଁଲେ। ସେ ପ୍ରାର୍ଥାନା କଲେ, ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହାଇେଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ବିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବନ୍ବିତ ଦଇେ ପାରିବେ।
ଯୀଶୁ ସମାନଙ୍କେୁ କହିଲେ, କବଳେ ପରମେଶ୍ବରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟ ରେ ନିଷ୍ପତ୍ତି ଗ୍ରହଣ କରିପାରିବେ। ତୁମ୍ଭମାନେେ ସେ ବିଷୟ ରେ ଜାଣି ପାରିବ ନାହିଁ।