Home Bibles ଯୋହନଲିଖିତ ସୁସମାଚାର 7:8 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 7:8 · ଓଡ଼ିଆ ବାଇବେଲ

ତେଣୁ ତୁମ୍ଭମାନେେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ୟିବି ନାହିଁ। ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ।

Cross references

ଯୋହନଲିଖିତ ସୁସମାଚାର 7:6

ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ୟିବା) ପାଇଁ ସମସ୍ତ ସମୟ ଉପୟୁକ୍ତ।

ଯୋହନଲିଖିତ ସୁସମାଚାର 7:30

ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କହେି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତବେେଳେ ମଧ୍ଯ ତାହାଙ୍କୁ ହତ୍ଯା କରିବାର ଉଚିତ୍ ସମୟ ହାଇନେଥିଲା।

ଯୋହନଲିଖିତ ସୁସମାଚାର 8:20

ଯୀଶୁ ଏସବୁ କଥା ମନ୍ଦିର ପରିସର ରେ ଉପଦେଶ ଦଲୋ ବେଳେ କହିଲେ। ଦାନ ପାତ୍ର ରେ ଦାନ ପକାଉଥିବା ସ୍ଥାନ ନିକଟରେ ଯୀଶୁ ଠିଆ ହାଇେଥିଲେ। କିନ୍ତୁ କହେି ଲୋକ ତାହାଙ୍କୁ ବନ୍ଦୀ କଲେ ନାହିଁ। ଯୀଶୁଙ୍କର ଉଚିତ ସମୟ ସପେର୍ୟ୍ଯନ୍ତ ଆସି ନଥିଲା।

ଯୋହନଲିଖିତ ସୁସମାଚାର 8:30

ଯୀଶୁ ଏକଥା କହିଲା ବେଳେ ତାହାଙ୍କୁ ଅନକେ ଲୋକ ବିଶ୍ବାସ କଲେ।

ଯୋହନଲିଖିତ ସୁସମାଚାର 11:6

ସେ ଲାଜାରଙ୍କ ଅସୁସ୍ଥତାର ଖବର ପାଇ ସେ ଯେଉଁଠି ଥିଲେ ସଠାେରେ ଆହୁରି ଦୁଇ ଦିନ ରହିଗଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:15

କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ :

Interlinear

Choose Theme