ତେଣୁ ଯିହୂଦୀମାନେ ପରସ୍ପରକୁ ପଚାରିଲେ, ଯୀଶୁ କ'ଣ ଆତ୍ମହତ୍ଯା କରିବେ? ସେଥିପାଇଁ କ'ଣ ସେ କହିଲେ ଯେ, 'ମୁଁ ଯେଉଁଠାକୁ ଯାଉଛି ତୁମ୍ଭମାନେେ ସଠାେକୁ ଆସି ପାରିବ ନାହିଁ?'
Cross references
କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
ସହେି ଦୁଷ୍ଟ ଲୋକମାନେ ମିଥ୍ଯାବାଦୀ। ସମାନେେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ଯାକଥା କୁହନ୍ତି। ସହେି ଦୁଷ୍ଟ ଲୋକମାନେ ଅତ୍ଯନ୍ତ ଅହଂକାରୀ। ସମାନଙ୍କେର ସହେି ମିଥ୍ଯା କହୁଥିବା ଓଷ୍ଠ ନୀରବ ହାଇଯେିବ।
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ !ଆମ୍ଭମାନେେ ଦୀର୍ଘ ସମୟ ଅପମାନିତ ହାଇେଅଛୁ। [5] ସହେି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ଯ ବାକ୍ଯସବୁ ମିଳିଅଛି।
ଲୋକମାନେ କହିଲେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦଇେଛି। ଆମ୍ଭ ତୁମ୍ଭକୁ ମାରିବାକୁ ଚେଷ୍ଟାକରୁ ନାହୁଁ।
ଯିହୂଦୀମାନେ ପରସ୍ପର କୁହାକୁହି ହେଲେ, ଏ ଲୋକ ଏପରି କେଉଁଠାକୁ ୟିବ ଯେ, ଆମ୍ଭେ ତାହାକୁ ପାଇବା ନାହିଁ। ସେ କ'ଣ ଗ୍ରୀକ୍ ନଗରଗୁଡିକୁ ୟିବ, ଯେଉଁଠା ରେ ଆମ୍ଭ ଲୋକମାନେ ରୁହନ୍ତି? ସେ ସଠାେରେ ଗ୍ରୀକ୍ ଲୋକମାନଙ୍କୁ ଶିକ୍ଷା ଦବେ କି?
ୟିରୂଦୀମାନେ ଉତ୍ତର ଦେଲେ, ଆମ୍ଭମାନେେ କହୁଛୁ, ତୁମ୍ଭେ ଜଣେ ଶମିରୋଣୀୟ। ତୁମ୍ଭ ଭିତ ରେ ଗୋଟିଏ ଭୂତ ରହିଛି ଓ ସେ ତୁମ୍ଭକୁ ପାଗଳ କରି ଦଇେଛି। ଆମ୍ଭର ଏହି କଥା କ'ଣ ଠିକ୍ ନୁହେଁ କି?
ଯିହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭେ ବର୍ତ୍ତମାନ ଜାଣିଲୁ ଯେ, ତୁମ୍ଭ ଭିତ ରେ ଗୋଟିଏ ଭୂତ ଅଛି। ଏପରିକି ଅବ୍ରାହାମ ମରିଥିଲେ ଓ ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ମରିଥିଲେ। କିନ୍ତୁ ତୁମ୍ଭେ କହୁଛ, 'ମାେ ଉପଦେଶ ମାନିବା ଲୋକ କଦାପି ମରିବ ନାହିଁ।'
ସମାନଙ୍କେ ମଧ୍ଯରୁ ଅନକେ ଯିହୂଦୀ କହିଲେ, ଜଣେ ଭୂତ ତା ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦଇେଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।
ଯୀଶୁଙ୍କ ବିଷୟ ରେ ଭାବି ଦେଖ। ଯେତବେେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧ ରେ କିଛି କରୁଥିଲେ, ସେ ଅତି ର୍ଧୈୟ୍ଯର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭମାନେେ ମଧ୍ଯ ସହେି ଭଳି ର୍ଧୈୟ୍ଯବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।