ମାେତେ ୟିଏ (ପରମେଶ୍ବର) ପଠାଇଛନ୍ତି, ସେ ମାେ ସହିତ ଅଛନ୍ତି। ତାହାଙ୍କ ସନ୍ତାଷଜେନକ କାର୍ୟ୍ଯ ମୁଁ ସର୍ବଦା କରେ। ତେଣୁ ସେ ମାେତେ ଏକୁଟିଆ କରି ଛାଡି ନାହାଁନ୍ତି।
Cross references
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।
ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
ସଦାପ୍ରଭୁ ନିଜର ଶିକ୍ଷା ବ୍ଯବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।
ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।
ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।
ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
ମୁଁ ଏକୁଟିଆ କିଛି କରିପାରିବି ନାହିଁ। ମୁଁ କବଳେ ପରମେଶ୍ବରଙ୍କ କହିବା ଅନୁସାରେ ବିଚାର କରେ। ତେଣୁ ମାରେ ବିଚାର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ୟିଏ ମାେତେ ପଠାଇଛନ୍ତି।
ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।
କିନ୍ତୁ ମୁଁ ଯଦି ବିଚାର କରେ, ତବେେ ମାେ ବିଚାର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମାେ ସହିତ ମାରେ ପ୍ ରରଣକେର୍ତ୍ତା ପରମପିତା ଅଛନ୍ତି।
ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।
ମୁଁ ମାରେ ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ ରମେ ରେ ରହିଛି। ସହେିପରି ତୁମ୍ଭେ ଯଦି ମାରେ ଆଜ୍ଞା ପାଳନ କରିବ, ତୁମ୍ଭେ ମାେ ପ୍ ରମେ ରେ ରହିବ।
ଶୁଣ! ସମୟ ଆସୁଛି ଯେତବେେଳେ ତୁମ୍ଭେ ଛିନ୍ନଭିନ୍ନ ହଇୟିବେ। ତୁମ୍ଭମାନଙ୍କୁ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହାଇେ ଚାଲିୟିବ। ସହେି ସମୟ ଆସି ପହଞ୍ଚିଛି। ତୁମ୍ଭେ ମାେତେ ଏକାକୀ ଛାଡି ଦବେ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମାେ ସହିତ ଅଛନ୍ତି।