Home Bibles ଯୋହନଲିଖିତ ସୁସମାଚାର 8:3 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 8:3 · ଓଡ଼ିଆ ବାଇବେଲ

ବ୍ଯବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସଠାେକୁ ଆଣିଲେ। ସହେି ସ୍ତ୍ରୀଲକଟି ବ୍ଯଭିଚାର କଲା ବେଳେ ଧରା ପଡିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗ ରେ ଠିଆ ହବୋ ପାଇଁ ବାଧ୍ଯ କଲେ।

Cross references

ଗଣନା ପୁସ୍ତକ 15:33

ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସମାନେେ ମାଶାେ ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା'ର ଚାରିପଟେ ଏକତ୍ରିତ ହେଲେ।

ଯିହିଜିକଲ 16:38

ମୁଁ ତୁମ୍ଭକୁ ବ୍ଯଭିଚାରିଣୀ ଓ ହତ୍ଯାକାରିଣୀ ରୂପେ ବିଚାର କରିବି। ଏବଂ କୋପ ଓ ଅନ୍ତଜ୍ବାଳାର ରକ୍ତ ତୁମ୍ଭ୍ ଉପ ରେ ଉପସ୍ଥିତ କରିବି।

ଯିହିଜିକଲ 23:45

କିନ୍ତୁ ଧାର୍ମିକମାନେ ବ୍ଯଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସା ରେ ସମାନଙ୍କେର ବିଚାର କରିବେ। ଏହି କାରଣ ୟୋଗୁ ସମାନେେ ବ୍ଯଭିଚାରିଣୀ ଓ ନରହତ୍ଯାର ରକ୍ତ ସମାନଙ୍କେ ହସ୍ତ ରେ ଅଛି।

ମାଥିଉଲିଖିତ ସୁସମାଚାର 2:4

େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?

ଯୋହନଲିଖିତ ସୁସମାଚାର 9:13

ଏହା ପରେ ଲୋକମାନେ ସେ ଲୋକଟିକୁ ଫାରୂଶୀମାନଙ୍କ ପାଖକୁ ନଇଗେଲେ। ଏହି ଲୋକଟି ପୂର୍ବରୁ ଅନ୍ଧ ଥିଲା,

ରେରିତମାନଙ୍କ କାର୍ଯ୍ୟର ବିବରଣ 4:7

ସମାନେେ ପ୍ ରରେିତମାନଙ୍କୁ ସାମନା ରେ ଠିଆ କରି ପଚାରିଲେ, ତୁମ୍ଭମାନେେ କେଉଁ କ୍ଷମତା କିମ୍ବା କେଉଁ ଅଧିକାର ରେ ଏହି କାର୍ୟ୍ଯ କଲ? ତୁମ୍ଭମାନେେ ଏ େଛାଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?

ରୋମୀୟଙ୍କ ପ୍ରତି ପତ୍ର 7:3

କିନ୍ତୁ ଯେତବେେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ଅବସ୍ଥା ରେ, ଆଉ ଜଣକୁ ବିବାହ କରେ, ବ୍ଯବସ୍ଥା କୁ ହେ ଯେ, ସେ ବ୍ଯଭିଚ଼ାର ଦୋଷ ରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ବାମୀ ମରି ଯାଏ, ତାହା ହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ଯବସ୍ଥାରୁ ମୁକ୍ତ ହାଇେ ଯାଏ। ଅତଏବ, ଯଦି ସହେି ସ୍ତ୍ରୀଲୋକ ସ୍ବାମୀର ମୃତ୍ଯୁ ପରେ ଆଉ ଜଣକୁ ବିବାହ କରେ, ସେ ବ୍ଯଭିଚ଼ାର ଦୋଷ ରେ ଆଉ ଦୋଷୀ ହୁଏ ନାହିଁ।

Interlinear

Choose Theme