Home Bibles ଯୋହନଲିଖିତ ସୁସମାଚାର 8:35 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 8:35 · ଓଡ଼ିଆ ବାଇବେଲ

ଜଣେ କ୍ରୀତଦାସ ଗୋଟିଏ ପରିବାର ରେ ସର୍ବଦା ରହେ ନାହିଁ। କିନ୍ତୁ ଜଣେ ପୁତ୍ର ଗୋଟିଏ ପରିବାରଭୁକ୍ତ ହାଇେ ସବୁବେଳେ ରୁ ହେ।

Cross references

ଆଦି ପୁସ୍ତକ 21:10

ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।

ଯିହିଜିକଲ 46:17

ମାତ୍ର ଯଦି ଅଧିପତି ନିଜ ଦାସମାନଙ୍କ ମଧ୍ଯରୁ କାହାକୁ କିଛି ଦାନ କରନ୍ତି, ତବେେ ତାହା ମୁକ୍ତିବର୍ଷ ପର୍ୟ୍ଯନ୍ତ ତାହାର ହବେ। ଓ ତା'ପ ରେ ତାହା ଅଧିପତି ନିକଟକୁ ଫରେିୟିବ। ଆଉ ସେ ଉତ୍ତରାଧିକାରିତ୍ବ କବଳେ ତାଙ୍କ ପୁତ୍ରଗଣର ହବେ।

ମାଥିଉଲିଖିତ ସୁସମାଚାର 21:41

ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।

ଲୂକଲିଖିତ ସୁସମାଚାର 15:31

କିନ୍ତୁ ବାପା ତାକୁ କହିଲେ, 'ପୁଅ, ତୁ ସବୁବେଳେ ମାେ ପାଖ ରେ ଅଛୁ। ମାରେ ଯାହା କିଛି ଅଛି, ସେ ସବୁ ତୋର।

ଯୋହନଲିଖିତ ସୁସମାଚାର 14:19

ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।

ରୋମୀୟଙ୍କ ପ୍ରତି ପତ୍ର 8:15

ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'

ରୋମୀୟଙ୍କ ପ୍ରତି ପତ୍ର 8:29

ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।

ଗାଲାତୀୟଙ୍କ ପ୍ରତି ପତ୍ର 4:4

କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।

ଗାଲାତୀୟଙ୍କ ପ୍ରତି ପତ୍ର 4:30

କିନ୍ତୁ ଶାସ୍ତ୍ର କ'ଣ କୁ ହେ? ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ବାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହବେ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।278

କଲସୀୟଙ୍କ ପ୍ରତି ପତ୍ର 3:3

ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।

ଏବ୍ରୀ 3:5

କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।

ପିତରଙ୍କ ପ୍ରଥମ ପତ୍ 1:2

ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।

Interlinear

Choose Theme