ମାେତେ ପରମପିତା ଯାହା ଦଖାଇେଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭମାନେେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।
Cross references
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ପୁତ୍ର ଏକାକୀ କିଛି କରିପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହାହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ଯ ସହେିସବୁ କରନ୍ତି।
ମୁଁ ଏକୁଟିଆ କିଛି କରିପାରିବି ନାହିଁ। ମୁଁ କବଳେ ପରମେଶ୍ବରଙ୍କ କହିବା ଅନୁସାରେ ବିଚାର କରେ। ତେଣୁ ମାରେ ବିଚାର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ୟିଏ ମାେତେ ପଠାଇଛନ୍ତି।
ମାରେ ତୁମ୍ଭ ବିଷୟ ରେ ଅନକେ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଚାର କରିପା ରେ, କିନ୍ତୁ ମାରେ ପ୍ ରରଣକେର୍ତ୍ତା ମାେତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ଯ କହନ୍ତି।
ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ୟ୍ଯ ଗୁଡିକ କରୁଛ।
ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।
ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
କିନ୍ତୁ ଯେଉଁ ଲୋକ ମାେତେ ପ୍ ରମେ କରେ ନାହିଁ, ସେ ମାରେ ଉପଦେଶ ମାନେ ନାହିଁ। ମାଠାରୁେ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତ ରେ ମାରେ ନୁହେଁ। ଏହା ମାେତେ ପଠାଇ ଥିବା ପରମପିତାଙ୍କର।
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।