Home Bibles ଯୋହନଲିଖିତ ସୁସମାଚାର 8:59 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 8:59 · ଓଡ଼ିଆ ବାଇବେଲ

ଯୀଶୁ ଏକଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉେଠଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଚାଲିଗଲେ।

Cross references

ଆଦି ପୁସ୍ତକ 19:11

ତା'ପରେ ବାହା ରେ ଥିବା ସମସ୍ତ ଲୋକ ବୃଦ୍ଧ ଓ ୟୁବା ଅନ୍ଧ ହାଇଗେଲେ। ତେଣୁ ସଇେ ଲୋକମାନେ ଘରର ଫାଟକ ପାଇଲେ ନାହିଁ।

ଲେବୀୟ ପୁସ୍ତକ 24:16

ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।

ଦିତୀୟ ରାଜାବଳୀ 6:18

ତା'ପରେ ଅରାମର ସୈନ୍ଯଗଣ ଇଶ୍ରାୟେଲ ରେ ପହନ୍ଚିଲେ। ଇଲୀଶାୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, ମୁଁ ବିନଯ କରୁଛି, ସହେି ଲୋକମାନଙ୍କୁ ଅନ୍ଧ କରି ଦିଅନ୍ତୁ।

ଲୂକଲିଖିତ ସୁସମାଚାର 4:29

ଲୋକମାନେ ଉଠି ପଡିଲେ ଓ ଜାରେ ଜବରଦସ୍ତି ୟିଶୁଙ୍କୁ ନଗର ମଧ୍ଯରୁ ବାହାର କରି ଦେଲେ। ସମାନଙ୍କେ ନଗର ଗୋଟିଏ ପାହାଡ ଉପରେ ନିର୍ମିତ ଥିଲା। ସମାନେେ ଯୀଶୁଙ୍କୁ ପାହାଡର ଧାରକୁ ନଇଗେଲେ। ସମାନେେ ଯୀଶୁଙ୍କୁ ସଠାରୁେ ତଳକୁ ଫିଙ୍ଗି ଦବୋକୁ ଚାହୁଁଥିଲେ।

ଲୂକଲିଖିତ ସୁସମାଚାର 24:31

ସହେି ସମୟରେ ସହେି ଦୁଇଜଣଙ୍କର ଚକ୍ଷୁ ଖାଲିଦେିଆଗଲା ଓ ସମାନେେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସମାନଙ୍କେ ସାମନାରୁ ଅଦୃଶ୍ଯ ହାଇଗେଲେ।

ଯୋହନଲିଖିତ ସୁସମାଚାର 5:13

କିନ୍ତୁ ସୁସ୍ଥ ହାଇେଥିବା ଲୋକଟି, ସେ ବ୍ଯକ୍ତିଟି କିଏ ତାହା ଜାଣି ନଥିଲା। ସହେି ଜାଗା ରେ ବହୁତ ଲୋକଥିଲେ ଓ ଯୀଶୁ ସଠାରୁେ ଚାଲି ଯାଇଥିଲେ।

ଯୋହନଲିଖିତ ସୁସମାଚାର 8:5

ମାଶାଙ୍କେର ବ୍ଯବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ୟ୍ଯ କରୁଥିବା ପ୍ରେତ୍ୟକକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡି ମାରି ଦବୋ ଉଚିତ। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ ବୋଲି ଆପଣ କହୁଛନ୍ତି?

ଯୋହନଲିଖିତ ସୁସମାଚାର 10:30

ପରମପିତା ଓ ମୁଁ ଏକ।

ଯୋହନଲିଖିତ ସୁସମାଚାର 10:39

ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ମେ ସମାନଙ୍କେ ହାତରୁ ଖସିଗଲେ।

ଯୋହନଲିଖିତ ସୁସମାଚାର 11:8

ଶିଷ୍ଯମାନେ କହିଲେ, ଗୁରୁ, ୟିହୂଦା ରେ ତ ଆପଣଙ୍କୁ ଯିହୂଦୀ ନେତାମାନେ ପଥର ରେ ମାରିବାକୁ ଚେଷ୍ଟା କରୁଥିଲେ। ଏହା ଅଳ୍ପଦିନ ପୂର୍ବେ ହାଇେଥିଲା। ଆପଣ ପୁଣି ସଠାେକୁ ଫରେିୟିବାକୁ ଚାହାଁନ୍ତି?

ଯୋହନଲିଖିତ ସୁସମାଚାର 11:54

ତେଣୁ ଯୀଶୁ ଯିହୂଦୀମାନଙ୍କ ମଧିଅରେ ଖାେଲାଖାଲିେ ଭାବରେ ଯାତ୍ରା କରିବା ବନ୍ଦ କରି ଦେଲେ। ସେ ୟିରୂଶାଲମ ଛାଡି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଚାଲିଗଲେ। ସହେି ସହରର ନାମ ଏଫ୍ରଯିମ। ସେ ସଠାେରେ ନିଜ ଶିଷ୍ଯମାନଙ୍କ ସହିତ ରହିଲେ।

ଯୋହନଲିଖିତ ସୁସମାଚାର 12:36

ତେଣୁ ତୁମ୍ଭ ପାଖ ରେ ଆଲୋକ ଥିବା ପର୍ୟ୍ଯନ୍ତ ତା'ଠା ରେ ତୁମ୍ଭେ ବିଶ୍ବାସ ରଖ। ତବେେ ତୁମ୍ଭମାନେେ ଆଲୋକର ସନ୍ତାନ ହବେ। ଯୀଶୁ ଏକଥା କରିବା ପରେ ସମାନଙ୍କେର ପାଖରୁ ଚାଲି ଗଲେ। ସେ ଏପରି ସ୍ଥାନ ରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।

ଯୋହନଲିଖିତ ସୁସମାଚାର 18:31

ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭେ ତାହାକୁ ନଇଯାେଅ ଓ ତୁମ୍ଭ ବ୍ଯବସ୍ଥା ଅନୁସାରେ ତାହାର ବିଚାର କର। ଯିହୂଦୀମାନେ କହିଲେ, କିନ୍ତୁ ଆପଣଙ୍କର ଆଇନ ଅନୁସାରେ ଆମ୍ଭେ କାହାକୁ ମୃତ୍ଯୁଦଣ୍ଡ ଦଇପୋରିବୁ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:57

ଏଥି ରେ ଯିହୂଦୀ ନେତାମାନେ କାନ ରେ ହାତ ଦଇେ ଖୁବ୍ ଜାରେ ରେ ପାଟି କଲେ। ସମାନେେ ଏକାଠି ହାଇେ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:39

ସମାନେେ ଦୁ ହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନଇଗେଲେ। ନଫୁସକ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ। ସେ ଖୁସି ରେ ତାହାଙ୍କ ବାଟରେ ଚ଼ାଲିଗଲେ।

Interlinear

Choose Theme