ଯୀଶୁ ଯାଉଥିବା ବେଳେ ଜଣେ ଅନ୍ଧକୁ ଦେଖିଲେ। ସେ ଲୋକଟି ଜନ୍ମରୁ ଅନ୍ଧ ଥିଲା।
Cross references
ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।
ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର , ଆମ୍ଭମାନଙ୍କୁ ଦୟା କର।
ରାସ୍ତା ପାଖ ରେ ଦୁଇଜଣ ଅନ୍ଧ ବସିଥିଲେ। ସମାନେେ ଶୁଣିଲେ ଯେ ଯୀଶୁ ସେ ବାଟ ଦଇେ ଯାଉଛନ୍ତି। ସମାନେେ ପାଟି କଲେ, ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।
ଯୀଶୁ ପିଲାର ବାପାକୁ ପଚାରିଲେ, କେତେ ଦିନ ହେଲା ପିଲାର ଏମିତି ହେଉଛି?
ସଠାେରେ ଜଣେ ସ୍ତ୍ରୀ ଲୋକ ମଧ୍ଯ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତାର ସମସ୍ତ ଅର୍ଥ ଔଷଧ ରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦବୋ ପାଇଁ ସମର୍ଥ ହାଇେ ନଥିଲେ।
ସଠାେରେ ଜଣେ ଲୋକ ପଡିରହି ଥିଲା, ସେ ବିଗତ 38 ବର୍ଷଧରି ଲୋଗଗ୍ରସ୍ତ ଥିଲା।
ଏହି ଅସାଧାରଣ କାର୍ୟ୍ଯ ପରମେଶ୍ବରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହାଇେଥିବା ଲୋକଟିର ବୟସ ଚ଼ଳିଶ ବର୍ଷରୁ ଅଧିକ ଥିଲା।
ସଠାେରେ ସେ ଏନିୟ ନାମକ ଜଣେ ପକ୍ଷଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶୟ୍ଯାଶାଯୀ ଅବସ୍ଥା ରେ ପଡ଼ିଥିଲା।
ଲୁସ୍ତ୍ରା ରେ ଗୋଟିଏ େଛାଟା ଥିଲା। ସେ ଲୋକଟି ଜନ୍ମରୁ େଛାଟା ଥିଲା। ସେ କବେେ ଚାଲି ପାରୁନଥିଲା।
ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।