Home Bibles ଯୋହନଲିଖିତ ସୁସମାଚାର 9:10 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 9:10 · ଓଡ଼ିଆ ବାଇବେଲ

ଲୋକମାନେ ତାକୁ ପଚାରିଲେ, କ'ଣ ହେଲା? ତୁମ୍ଭେ କିପରି ଦୃଷ୍ଟି ଶକ୍ତି ପାଇଲ?

Cross references

ଉପଦେଶକ 11:5

ତୁମ୍ଭେ ବାଯୁର ଗତି ଜାଣିପାରିବ ନାହିଁ। ଏବଂ ତୁମ୍ଭେ ଜାଣିପାରିବ ନାହିଁ ମା ପଟେ ରେ ଶିଶୁଟି କିପରି ବଢ଼େ। ଠିକ୍ ସହେିପରି ପରମେଶ୍ବର କ'ଣ କରନ୍ତି ତୁମ୍ଭେ ଜାଣିପାରିବ ନାହିଁ। ସେ ପ୍ରେତ୍ୟକକ କଥା ଘଟାନ୍ତି।

ମାର୍କଲିଖିତ ସୁସମାଚାର 4:27

ବୀଜରୁ ଅଙ୍କୁର ବାହାରି ଦିନରାତି ବଢିବାକୁ ଲାଗେ। ସହେି ଲୋକ ଦିନ ରେ ଚଇେଁଥାଉ କି ରାତି ରେ ଶାଇେଥାଉ, ସେଥି ରେ କିଛି ଯାଏ ଆ ସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢି ଚାଲୁଥାଏ। ସହେ ଲୋକ ଜାଣିପା ରେ ନାହିଁ ଯେ ଅଙ୍କୁରଟି କିପରି ବଢୁଛି।

ଯୋହନଲିଖିତ ସୁସମାଚାର 3:9

ନୀକଦୀମ ପଚାରିଲେ, ଏସବୁ କିପରି ସମ୍ଭବ ହାଇେ ପାରିବ?

ଯୋହନଲିଖିତ ସୁସମାଚାର 9:15

ତେଣୁ ଫାରୂଶୀମାନେ ମଧ୍ଯ ସେ ଲୋକକୁ ପଚାରିଲେ. ତୁମ୍ଭେ କିପରି ଦୃଷ୍ଟିଶକ୍ତି ପାଇଲ?

ଯୋହନଲିଖିତ ସୁସମାଚାର 9:21

କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତାର ଦୃଷ୍ଟିଶକ୍ତି ଦଲୋ। ତାହା ଆମ୍ଭେ ଜାଣିନାହୁଁ। ତାକୁ ପଚାର। ନିଜ କଥା ନିଜେ କହିବା ପାଇଁ ତାର ବୟସ ହେଲାଣି।

ଯୋହନଲିଖିତ ସୁସମାଚାର 9:26

ଯିହୂଦୀ ନେତାମାନେ ପଚାରିଲେ, ସେ ତୁମକୁ କ'ଣ କଲା? ସେ ତୁମ ଆଖିକୁ କିପରି ଭଲ କରି ଦଲୋ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:35

କିନ୍ତୁ ଜଣେ ପଚାରି ପା ରେ : ମୃତଗୁଡ଼ିକ କିପରି ଉଥିତ ହୁଅନ୍ତି ?

Interlinear

Choose Theme