Home Bibles ଯୋହନଲିଖିତ ସୁସମାଚାର 9:21 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 9:21 · ଓଡ଼ିଆ ବାଇବେଲ

କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତାର ଦୃଷ୍ଟିଶକ୍ତି ଦଲୋ। ତାହା ଆମ୍ଭେ ଜାଣିନାହୁଁ। ତାକୁ ପଚାର। ନିଜ କଥା ନିଜେ କହିବା ପାଇଁ ତାର ବୟସ ହେଲାଣି।

Cross references

ଲୂକଲିଖିତ ସୁସମାଚାର 8:43

ସଠାେରେ ଜଣେ ସ୍ତ୍ରୀ ଲୋକ ମଧ୍ଯ ଥିଲା। ତା'ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତାର ସମସ୍ତ ଅର୍ଥ ଔଷଧ ରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦବୋ ପାଇଁ ସମର୍ଥ ହାଇେ ନଥିଲେ।

ଯୋହନଲିଖିତ ସୁସମାଚାର 5:5

ସଠାେରେ ଜଣେ ଲୋକ ପଡିରହି ଥିଲା, ସେ ବିଗତ 38 ବର୍ଷଧରି ଲୋଗଗ୍ରସ୍ତ ଥିଲା।

ଯୋହନଲିଖିତ ସୁସମାଚାର 9:10

ଲୋକମାନେ ତାକୁ ପଚାରିଲେ, କ'ଣ ହେଲା? ତୁମ୍ଭେ କିପରି ଦୃଷ୍ଟି ଶକ୍ତି ପାଇଲ?

ଯୋହନଲିଖିତ ସୁସମାଚାର 9:23

ତେଣୁ ତାର ପିତାମାତା କହିଲେ, ତା'ର ୟଥେଷ୍ଟ ବୟସ ହାଇେଛି। ତାକୁ ପଚାର।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:33

ସଠାେରେ ସେ ଏନିୟ ନାମକ ଜଣେ ପକ୍ଷଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶୟ୍ଯାଶାଯୀ ଅବସ୍ଥା ରେ ପଡ଼ିଥିଲା।

Interlinear

Choose Theme