ଯୋହନଲିଖିତ ସୁସମାଚାର 9:27 · ଓଡ଼ିଆ ବାଇବେଲ
ସେ ଲୋକ କହିଲା, ମୁଁ ସେ କଥା ତୁମକୁ ଆଗରୁ କହିସାରିଛି। କିନ୍ତୁ ତୁମେ ମାେ କଥା ଶୁଣୁନାହଁ। ତୁମେ ପୁଣି କାହିଁକି ଶୁଣିବା ପାଇଁ ଚାହୁଁଛ? ତୁମ୍ଭେ ମଧ୍ଯ କ'ଣ ତାହାଙ୍କର ଶିଷ୍ଯ ହବୋ ପାଇଁ ଚାହୁଁଛ?
Cross references
ଲୂକଲିଖିତ ସୁସମାଚାର 22:67
ସମାନେେ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତବେେ ତାହା ଆମ୍ଭକୁ କୁହ।
ଯୋହନଲିଖିତ ସୁସମାଚାର 9:10
ଲୋକମାନେ ତାକୁ ପଚାରିଲେ, କ'ଣ ହେଲା? ତୁମ୍ଭେ କିପରି ଦୃଷ୍ଟି ଶକ୍ତି ପାଇଲ?