Home Bibles ☰ Books ଯୋହନଲିଖିତ ସୁସମାଚାର 9:37 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 9:37 · ଓଡ଼ିଆ ବାଇବେଲ

ଯୀଶୁ ତାହାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖି ସାରିଛ। ତୁମ୍ଭ ସହିତ ବର୍ତ୍ତମାନ ୟିଏ କଥା ହେଉଛନ୍ତି, ସେ ସହେି ମନୁଷ୍ଯପୁତ୍ର।

Cross references

ଗୀତସଂହିତା 25:8

ସଦାପ୍ରଭୁ ହିଁ ପ୍ରକୃତରେ ମହାନ୍। ସେ ପାପୀକୁ ଉଚିତ ମାର୍ଗରେ ଚାଲିବାକୁ ନିର୍ଦ୍ଦଶେ ଦିଅନ୍ତି।

ଗୀତସଂହିତା 25:14

ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।

ଯିଶାଇୟ 42:20

ମାରେ ଦାସ ଯଦିଓ ସବୁ ଦେଖୁଅଛି, ତଥାପି ସେ ମନୋୟୋଗ କରୁ ନାହିଁ। ତା'ର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।'

ମାଥିଉଲିଖିତ ସୁସମାଚାର 11:25

ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।

ମାଥିଉଲିଖିତ ସୁସମାଚାର 13:11

ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।

ଯୋହନଲିଖିତ ସୁସମାଚାର 4:26

ଯୀଶୁ ତାହାକୁ କହିଲେ, ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।

ଯୋହନଲିଖିତ ସୁସମାଚାର 7:17

ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।

ଯୋହନଲିଖିତ ସୁସମାଚାର 14:21

ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:31

ସେ କହିଲେ, 'କର୍ଣ୍ଣୀଲିୟ, ପରମେଶ୍ବର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦଇେଥିବା ଦାନ ମନେ ରଖିଛନ୍ତି।

Interlinear

Choose Theme