Home Bibles ଯୋହନଲିଖିତ ସୁସମାଚାର 9:5 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 9:5 · ଓଡ଼ିଆ ବାଇବେଲ

ମୁଁ ଜଗତ ରେ ଥିବା ପର୍ୟ୍ଯନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।

Cross references

ଯିଶାଇୟ 42:6

ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।

ଯିଶାଇୟ 49:6

ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।

ଯିଶାଇୟ 60:1

ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

ମଲାଖୀ 4:2

ତଥାପି ଯେଉଁମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି, ଉଦଯକାଳୀନ ସୂର୍ୟ୍ଯର ରଶ୍ମି ଉତ୍ତମତା ତୁମ୍ଭମାନଙ୍କ ଉପ ରେ ଝକ୍ମକ୍ କରିବ। ଏହା ସୂର୍ୟ୍ଯକିରଣ ପରି ଆରୋଗ୍ୟ ଶକ୍ତି ଆଣିବ। ତୁମ୍ଭମାନେେ ବାଛୁରୀ ସଦୃଶ ଗୁହାଳରୁ ବାହାରି ସ୍ବାଧୀନ ଓ ସୁଖୀ ହବେ।

ମାଥିଉଲିଖିତ ସୁସମାଚାର 4:16

ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2

ଲୂକଲିଖିତ ସୁସମାଚାର 2:32

ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।

ଯୋହନଲିଖିତ ସୁସମାଚାର 1:4

ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।

ଯୋହନଲିଖିତ ସୁସମାଚାର 3:19

ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।

ଯୋହନଲିଖିତ ସୁସମାଚାର 8:12

ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।

ଯୋହନଲିଖିତ ସୁସମାଚାର 12:35

ଯୀଶୁ କହିଲେ, ତୁମ୍ଭମାନଙ୍କ ପାଖ ରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖ ରେ ଥିବା ପର୍ୟ୍ଯନ୍ତ ଚାଲ। ତବେେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାର ରେ ଚାଲୁଥିବା ବ୍ଯକ୍ତି କେଉଁଆଡେ ଯାଉଛି ଜାଣି ପା ରେ ନାହିଁ।

ଯୋହନଲିଖିତ ସୁସମାଚାର 12:46

ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:47

ପ୍ରଭୁ ଆମ୍ଭକୁ ଏହି ଆଦେଶ ଦଇେଛନ୍ତି:

ରେରିତମାନଙ୍କ କାର୍ଯ୍ୟର ବିବରଣ 26:18

ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 26:23

ସମାନେେ କହିଛନ୍ତି, ଖ୍ରୀଷ୍ଟ ମୃତ୍ଯୁବରଣ କରିବେ ଓ ମୃତ୍ଯୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ଯକ୍ତି ହବେେ। ମାଶାେ ଓ ଭାବବାଦୀମାନେ କହିଛନ୍ତି, କବଳେ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦଖାଇବେେ।

ଏଫିସୀୟଙ୍କ ପ୍ରତି ପତ୍ର 5:14

ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:23

ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

Interlinear

Choose Theme