Home Bibles ଯୂନସ 2:1 · ଓଡ଼ିଆ ବାଇବେଲ
ଯୂନସ 2:1 · ଓଡ଼ିଆ ବାଇବେଲ

ଯେତବେେଳେ ୟୂନସ ମାଛର ପାକସ୍ଥଳୀ ରେ ଥିଲା, ସେ ସେତବେେଳେ ତାଙ୍କର ସଦାପ୍ରଭୁଙ୍କୁ ପ୍ରାର୍ଥନା କରି ଡାକିଲା।

Cross references

ପ୍ରଥମ ରାଜାବଳୀ 17:4

ସହେି ନଦୀରୁ ତୁମ୍ଭେ ଜଳପାନ କରିବ। ତୁମ୍ଭକୁ ଖାଦ୍ୟ ଯୋଗଇବା ପାଇଁ ଆମ୍ଭେ କାଉମାନଙ୍କୁ ଆଜ୍ଞା ଦେଉଛୁ।

ଦିତୀୟ ବଂଶାବଳୀ 33:11

ତେଣୁ ସଦାପ୍ରଭୁ ସୈନ୍ଯବାହିନୀର ସନୋପତିଙ୍କୁ ଆଣିଲେ, ୟିଏକି ଅଶୂରର ରାଜାର ସବୋ କରୁଥିଲେ ଏବଂ ସମାନେେ ଯିହୁଦାକୁ ଆକ୍ରମଣ କଲେ। ସହେି ସନୋପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସମାନେେ ତାଙ୍କ ଶରୀର ରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତ ରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନଇଗେଲେ।

ଆୟୁବ ପୁସ୍ତକ 13:15

ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 91:15

ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।

ଗୀତସଂହିତା 130:1

ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।

ଯିଶାଇୟ 26:16

ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।

ଯିରିମିୟଙ୍କ ବିଳାପ 3:53

ସମାନେେ ମାେତେ କୂପ ରେ ନିକ୍ଷପେ କରିଛନ୍ତି ଓ ମାେତେ ସଂହାର କରିବାକୁ ମାେ ଉପ ରେ ପ୍ରସ୍ତର ପକାଇ ଅଛନ୍ତି।

ହୋଶେୟ 5:15

ଆମ୍ଭେ ଆମ୍ଭର ଗୃହକୁ ଫରେିବା ଯେତବେେଳେ ଲୋକମାନେ ସମାନଙ୍କେର ଦୋଷ ସ୍ବୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସମାନେେ ଦୁଃଖ ରେ ଆମ୍ଭଙ୍କୁ ପାଇବାକୁ କଠାେର ଚେଷ୍ଟା କରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:24

ସେ ଏପରି ଆଦେଶ ପାଇ ସମାନଙ୍କେୁ ଭିତର କୋଠରୀ ଭିତ ରେ ରଖି ଦେଲେ। ସେ ସମାନଙ୍କେର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।

ଯାକୁବଙ୍କ ପତ୍ 5:13

ଯଦି କହେି ସଙ୍କଟ ରେ ପଡ଼ିଛି, ତା' ହେଲେ ସେ ପ୍ରାର୍ଥନା କରୁ। ଯଦି କହେି ଖୁସି ଅଛି, ତା ହେଲେ ସେ ଗୀତ ଗାଉ।

Interlinear

Choose Theme