ନୀନିବୀର ରାଜା ଏ ବିଷଯ ରେ ଶୁଣିଲେ ଏବଂ ସେ ମଧ୍ଯ ମନ୍ଦ କାର୍ୟ୍ଯ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ୟାଇ ରାଜକୀଯ ପୋଷାକ ପରିତ୍ଯାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପ ରେ ବସି ପଡିଲେ।
Cross references
ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।
ମର୍ଦ୍ଦଖଯ ଏସବୁ ବିଷଯ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତ ରେ ଭସ୍ମ ଲପନେ କଲା। ସେ ନଗର ମଧ୍ଯକୁ ଗଲା ଓ ଉଚ୍ଚ ସ୍ବର ରେ ରୋଦନ କଲା।
ପ୍ରେତ୍ୟକକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିଯମ ପତ୍ର ଗଲା, ସହେିସବୁ ସ୍ଥାନର ୟିହୁଦୀଯମାନଙ୍କ ମଧିଅରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନକେେ ଅଖା ଓ ଭସ୍ମ ରେ ଶଯନ କଲେ।
ସେଥିପାଇଁ ଆୟୁବ ଅଳିଆଗଦା ପାଖ ରେ ବସିଲା। ସେ ଖଣ୍ଡିଏ ଭଙ୍ଗା ପାତ୍ର ରେ ନିଜର କ୍ଷତି ହାଇେଥିବା ସ୍ଥାନକୁ କୁଣ୍ଡାଇବାକୁ ଲାଗିଲା।
ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।
ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
ହେ ମାରେ ଲୋକମାନେ, ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କର, ଭସ୍ମ ରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ଯୁ ରେ ଶୋକ କଲାପରି ଶୋକ କର। ଅତିଶଯ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ ଆକ୍ରମଣ କରିବ।
ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, ତୁମ୍ଭମାନେେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହାଇେଅଛି।
ମୀଖାଯ ଲୋକମାନଙ୍କର କର୍ଣ୍ଣଗୋଚର ରେ ବାରୂକ ପାଠ କରିଥିବା ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ସମାନଙ୍କେୁ ଜଣାଇଲା।
ସେ ଭୂମିରେ ମୁଣ୍ଡ ରଖି ପ୍ରଭୁଙ୍କଠା ରେ ନତମସ୍ତକ ହେଉ, ଏବବେି ଆଶା ଅଛି।
ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଅତିଶଯ ଦୁଃଖିତ ହାଇେ କ୍ରନ୍ଦନ କରିବେ। ପୁଣି ସମାନେେ ନିଜ ନିଜ ମସ୍ତକରେ ଧୂଳି ପକାଇ ଭସ୍ମ ରେ ଗଡ଼ିବେ।
ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲପନେ କରି ପ୍ରାର୍ଥନା ଓ ବୀନତି ଦ୍ବାରା ପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦଲେି।
ଗାଥ ନଗର ରେ ଏହା ଜଣାଅ ନାହିଁ। ଆଦୌ ବିଳାପ କରନାହିଁ। ବୈଥ୍-ଲି-ଅଫ୍ରା ରେ ନିଜେ ଧୂଳି ରେ ଗଡ।
ସେ କହିଲେ, 'ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳ ରେ ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ କରାଗଲା, ସଗେୁଡିକ ଯଦି ସୋର ଓ ସୀଦୋନ ରେ କରିଥାଆନ୍ତୁ, ତବେେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସମାନେେ ଅଖା ପିନ୍ଧି ଓ ଦହେ ରେ ପାଉଁଶ ବୋଳି ହାଇେ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।
ହାୟ କୋରାଜିନ୍! ହାୟ ବେଥ୍ସାଇଦା! ତୁମ୍ଭମାନଙ୍କ ମଧିଅରେ ମୁଁ ଅନକେ ଆଶ୍ଚର୍ୟ୍ଯକର୍ମ ଦଖାଇେଛି। ଯଦି ଏଗୁଡିକ ସୋର ଓ ସୀଦୋନ ରେ ଲୋକମାନଙ୍କୁ କରା ଯାଇଥାଆନ୍ତା, ତବେେ କବେଠାରୁେ ସମାନେେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡି ଦଇେଥାଆନ୍ତେ। ସମାନେେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦଖାଇବୋ ପାଇଁ ତାର ପ୍ରତୀକ ସ୍ବରୁପ ଅଖା ରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡ ରେ ପାଉଁଶ ବୋଳି ହାଇେଥାଆନ୍ତେ।
ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।
କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।335