କିନ୍ତୁ ପରମେଶ୍ବର ୟୂନସକୁ କହିଲେ, ତୁମ୍ଭେ କ'ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?
Cross references
କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।
ସଦାପ୍ରଭୁ କଯିନକୁ ପଚ଼ାରିଲେ, କାହିଁକି ତୁମ୍ଭେ କୋରଧ କରିଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ?
ଦିନପରେ ଦିନ ସେ ଶାମ୍ଶାେନ୍ଙ୍କକ୍ସ୍ଟ ଏତି ତିରସ୍କାର କଲା ଓ ଗ୍ଭପ ପକାଇଲା ଯେ, ସେ ଏତେ ବିତୃଷ୍ନା ହାଇଗେଲେ ଯେ, ନିଜେ ମରିଗଲେ ବୋଲି ସେ ଅନକ୍ସ୍ଟଭବ କଲେ।
ନାବୋତଙ୍କ କଥା ଆହାବ୍ଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, ପୈତୃକ ସମ୍ପତ୍ତି ଦବେେ ନାହିଁ ବୋଲି ମନା କଲେ। ତେଣୁ ଏପରି ଖରାପ ମିଜାସ ରେ ସେ ଘରକୁ ଫରେିଲେ। ଏଣୁ ଆହାବ୍ ନ ଖାଇ ନ ପିଇ ଶୟ୍ଯା ରେ ପଡି ରହିଲେ।
ଜଣେ ନିର୍ବୋଧ ଲୋକର ରାଗ ହିଁ ତାକୁ ହତ୍ଯା କରେ ଓ କୋରଧ ନୀରିହ ଲୋକକୁ ବଧ କରେ।
ଆୟୁବ, ତୁମ୍ଭର ରାଗ କବଳେ ତୁମ୍ଭକୁ ଆଘାତ କରିବ। କବଳେ ତୁମ୍ଭ ପାଇଁ କ'ଣ ଲୋକେ ପୃଥିବୀକୁ ପରିତ୍ଯାଗ କରିବେ ? ତୁମ୍ଭେ କ'ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ବର ପର୍ବତକୁ ଘୁଞ୍ଚାଇ ଦବେେ?
ମୁଁ ଅତି ନିକୃଷ୍ଟ କଥା କହିବାକୁ ! ମୁଁ ବା ତୁମ୍ଭକୁ କି ଉତ୍ତର ଦବେି ? ମୁଁ ତୁମ୍ଭକୁ ଉତ୍ତର ଦଇେ ପାରିବି ନାହିଁ। ମୁଁ ମାରେ ହାତଦ୍ବାରା ମାରେ ମୁହଁ ବନ୍ଦ କରିବି।
ଯୀଶୁ ସମାନଙ୍କେୁ କହିଲେ, ମାରହେୃଦୟ ଏତେ ଦୁଃଖ ରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ୟିବା ଉପରେ। ତୁମ୍ଭମାନେେ ମାେ ସହିତ ଏଠା ରେ ଚଇେଁ କରି ରୁହ ଓ ଅପେକ୍ଷା କର।
କାରଣ ଈଶ୍ବରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ବାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହବୋ ଆବଶ୍ଯକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ଯୁ ଆଣିଥାଏ।
ସହେି ସମୟରେ ଲୋକମାନେ ମରଣ ଚାହିଁଲେ, କିନ୍ତୁ ମରିପାରିବେ ନାହିଁ। ମରଣ ଖାଜେିବା ସତ୍ତ୍ବେ ମରଣ ସମାନଙ୍କେୁ ମିଳିବ ନାହିଁ।