Home Bibles ଯିହୋଶୂୟ 1:12 · ଓଡ଼ିଆ ବାଇବେଲ
ଯିହୋଶୂୟ 1:12 · ଓଡ଼ିଆ ବାଇବେଲ

ତା'ପରେ ଯିହାଶୂେୟ ରୂବନେୀଯ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଓ ଗାଦୀଯ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଯିହାଶୂେୟ କହିଲେ,

Cross references

ଗଣନା ପୁସ୍ତକ 32:20

ତେଣୁ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ଯବେେ ଏହିସବୁ କରିବ, ତବେେ ଏହି ଭୂମି ତୁମ୍ଭର ଅଧିକୃତ ହବେ। କିନ୍ତୁ ତୁମ୍ଭର ସୈନ୍ଯମାନେ ସସଜ୍ଜ ହାଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ୟୁଦ୍ଧ କରିବାକୁ ଆଗଇେ ଯିବେ।

ଯିହୋଶୂୟ 22:1

ଏହାପରେ ଯିହାଶୂେୟ ରୂବନ୍େ ଗାଦ୍ ଓ ମନଃଶି ଅର୍ଦ୍ଧକେ ପରିବାରବର୍ଗମାନଙ୍କୁ ନଇେ ଏକ ସଭା ଡାକିଲେ।

ପ୍ରଥମ ବଂଶାବଳୀ 5:18

ରୂବନଙ୍କେର ବଂଶଧରମାନଙ୍କରୁ, ଗାଦଙ୍କର ବଂଶଧରମାନଙ୍କରୁ ଏବଂ ମନଃଶିଙ୍କର ଅର୍ଦ୍ଧକେ ପରିବାରବର୍ଗର ବଂଶଧରମାନଙ୍କରୁ 44,760 ଜଣ ସାହସୀ ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସମାନେେ ୟୁଦ୍ଧବିଦ୍ଯା ରେ ପ୍ରବୀଣ ଥିଲେ। ସମାନେେ ଢ଼ାଲ ଓ ଖଡ୍ଗ ଧାରଣ କରିଥିଲେ ଏବଂ ସମାନେେ ଧନୁ ଓ ତୀର ଚାଳନା ରେ ନିପୁଣ ଥିଲେ।

ପ୍ରଥମ ବଂଶାବଳୀ 26:32

ୟିରିଯର ଆତ୍ମୀଯମାନେ ଦକ୍ଷ ଲୋକ ଥିଲେ ସମାନଙ୍କେ ମଧ୍ଯରୁ 2,700 ଜଣ ପରିବାରର ମୁଖ୍ଯ ଥିଲେ। ରାଜା ଦାଉଦ ସମାନଙ୍କେୁ ରୁବନେ ଓ ଗାଦ୍ ପରିବାରବର୍ଗମାନଙ୍କର ଓ ମନଃଶିଙ୍କର ଅର୍ଦ୍ଧକେ ପରିବାରବର୍ଗମାନଙ୍କୁ ପରମେଶ୍ବରଙ୍କ ସବୋ ପାଇଁ ଏବଂ ରାଜାଙ୍କ କାର୍ୟ୍ଯର ଦାଯିତ୍ବ ଦେଲେ।

Interlinear

Choose Theme