Home Bibles ଯିହୋଶୂୟ 10:25 · ଓଡ଼ିଆ ବାଇବେଲ
ଯିହୋଶୂୟ 10:25 · ଓଡ଼ିଆ ବାଇବେଲ

ଏହାପରେ ଯିହାଶୂେୟ ଉପସ୍ଥିତ ଲୋକମାନଙ୍କୁ ସମ୍ ବୋଧନ କରି କହିଲେ, ଯୋଦ୍ଧା ଏବଂ ସାହାସୀ ହକ୍ସ୍ଟଅ! ଭୟ କର ନାହିଁ! ବର୍ତ୍ତମାନ ମୁ ତୁମ୍ଭମାନଙ୍କୁ ଦଖାଇବେି, ସଦାପ୍ରଭୁ ଭବିଷ୍ଯତ ରେ ଆମ୍ଭମାନଙ୍କର ଶତୃମାନଙ୍କୁ କିପରି ଅବସ୍ଥା କରିବେ ଯାହା ତୁମ୍ଭମାନେେ ଭବିଷ୍ଯତ ରେ ୟକ୍ସ୍ଟଦ୍ଧ କରିବ।

Cross references

ଦିତୀୟ ବିବରଣ 3:21

ଏହାପରେ ମୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା ଦଇେ କହିଲି, 'ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଏହି ଦକ୍ସ୍ଟଇ ରାଜାଙ୍କ ପାଇଁ ଯାହା କରିଛନ୍ତି ତୁମ୍ଭେ ତାହା ଦେଖିଛ। ତୁମ୍ଭେ ଯେଉଁ ରାଜ୍ଯକକ୍ସ୍ଟ ଯାଉଛ ସମାନଙ୍କେ ପାଇଁ ସଦାପ୍ରଭୁ ସହେିପରି କରିବେ।

ଦିତୀୟ ବିବରଣ 7:19

ତୁମ୍ଭମାନେେ ଦେଖିଛ ଯେ ସଦାପ୍ରଭୁ ସମାନଙ୍କେ ପାଇଁ କି ଭୟଙ୍କର କାର୍ୟ୍ଯମାନ କରିଛନ୍ତି। ସେ କି ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି। ସେ ତାଙ୍କର ପରାକ୍ରାନ୍ତ ହସ୍ତଦ୍ବାରା ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବହାର କରି ଆଣିଛନ୍ତି। ତୁମ୍ଭକୁ ଯେଉଁମାନେ ଭୟ ପ୍ରଦର୍ଶନ କରିବେ ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ସହେିପରି କାର୍ୟ୍ଯମାନ ସମାନଙ୍କେ ପ୍ରତି କରିବେ।

ଦିତୀୟ ବିବରଣ 31:6

ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।

ଯିହୋଶୂୟ 1:6

ଯିହାଶୂେୟ, ତୁମ୍ଭେ ବଳବାନ୍ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗଇେ ନିଅ, ଯେପରି କି ସମାନେେ ସମାନଙ୍କେର ଦେଶ ଅଧିକାର କରି ପାରିବେ। ମୁ ତାଙ୍କ ପୂର୍ବପୁରୁଷମାନଙ୍କ ଠା ରେ ପ୍ରତିଜ୍ଞା କରିଥିଲି ଯେ, ମୁ ସମାନଙ୍କେୁ ସହେି ଦେଶ ଦବେି।

ଯିହୋଶୂୟ 1:9

ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।

ପ୍ରଥମ ଶାମୁୟେଲ 17:37

ସଦାପ୍ରଭୁ ମାେତେ ସିଂହ ଓ ଭାଲକ୍ସ୍ଟ ନିକଟରକ୍ସ୍ଟ ରକ୍ଷା କରିଛନ୍ତି। ସଦାପ୍ରଭୁ ମତେ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।

ଗୀତସଂହିତା 63:9

କେତକୋଳ ମାରେ ପ୍ରାଣ ନବୋ ପାଇଁ ଚେଷ୍ଟା କରୁଛନ୍ତି। କିନ୍ତୁ ସମାନଙ୍କେୁ ଧ୍ବଂସ କରାୟିବ। ସମାନେେ ନିଜ କବରରେ ମିଶି ଯିବେ।

ଗୀତସଂହିତା 77:11

ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।

ରୋମୀୟଙ୍କ ପ୍ରତି ପତ୍ର 8:37

କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:10

ପରମେଶ୍ବର ଆମ୍ଭମାନଙ୍କୁ ମୃତ୍ଯୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ବର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।

ଏଫିସୀୟଙ୍କ ପ୍ରତି ପତ୍ର 6:10

ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:17

ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।

Interlinear

Choose Theme