ଏହାପରେ ଯିହାଶୂେୟ ଆଘାତ ଦ୍ବାରା ସମାନଙ୍କେୁ ବଧ କରି ପାଞ୍ଚଟା ଗଛ ଡାଳ ରେ ଟଙ୍ଗାଇଲେ। ଆଉ ସମାନେେ ସଂନ୍ଧ୍ଯା ପର୍ୟ୍ଯନ୍ତ ସହେି ଗଛ ରେ ଝକ୍ସ୍ଟଲି ରହିଥିଲେ।
Cross references
ସଦାପ୍ରଭୁ ମାଶାଙ୍କେୁ କହିଲେ, ଲୋକମାନଙ୍କର ସମସ୍ତ ନତେୃବର୍ଗଙ୍କୁ ହତ୍ଯା କର ଏବଂ ସର୍ବସାଧାରଣ ସମ୍ମୁଖ ରେ ସମାନଙ୍କେୁ ଖରା ରେ ଟାଙ୍ଗି ଦିଅ। ତବେେ ସଦାପ୍ରଭୁଙ୍କର କୋରଧ ଇଶ୍ରାୟେଲମାନଙ୍କଠାରୁ ଦୂ ରଇେ ୟିବ।
ଯଦି କୌଣସି ବ୍ଯକ୍ତି କୌଣସି ଦୋଷ କରେ ଯାହାକି ମୃତକ୍ସ୍ଟ୍ଯଦଣ୍ତ ଯୋଗ୍ଯ ହକ୍ସ୍ଟଏ, ତାକକ୍ସ୍ଟ ହତ୍ଯା କରିୟିବା ଉଚିତ୍ ଏବଂ ତା'ର ଶରୀରକକ୍ସ୍ଟ ଗୋଟିଏ ଗଛ ରେ ଝକ୍ସ୍ଟଲାଇ ଦବୋ ଉଚିତ୍।
କିନ୍ତୁ ତା'ର ମୃତ ଶରୀରକକ୍ସ୍ଟ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନକ୍ସ୍ଟହଁ। ତା'ର ମୃତ ଶରୀରକକ୍ସ୍ଟ ସହେି ଏକା ଦିନ ରେ କବର ଦିଆୟିବା ଉଚିତ୍। କାରଣ, କହେି ବ୍ଯକ୍ତି ଗଛ ରେ ଝକ୍ସ୍ଟଲା ହାଇେ ରହିଲେ ପରମେଶ୍ବରଙ୍କ ଦ୍ବରା ଅଭିଶାପ ଗ୍ରସ୍ତ ହକ୍ସ୍ଟଏ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଭୂମି ଦଇେଛନ୍ତି ତୁମ୍ଭେ ତାହାକକ୍ସ୍ଟ ଅଶକ୍ସ୍ଟଚି କର ନାହିଁ।
ଯିହାଶୂେୟ ଅଯର ରାଜାଙ୍କକ୍ସ୍ଟ ସଂନ୍ଧ୍ଯା ପର୍ୟ୍ଯନ୍ତ ଗଛ ରେ ଝକ୍ସ୍ଟଲଇେ ରଖିଲେ। ସୂର୍ୟ୍ଯାସ୍ତ ପରେ ଯିହାଶୂେୟଙ୍କ ଆଜ୍ଞାନକ୍ସ୍ଟସା ରେ ଲୋକମାନେ ସେ ଶବକକ୍ସ୍ଟ ଗଛରକ୍ସ୍ଟ ଆଣିଲେ। ସମାନେେ ସହେି ଶବକକ୍ସ୍ଟ ନଗରର ପ୍ରବେଶ ଫାଟକ ସମ୍ମକ୍ସ୍ଟଖ ରେ ଫୋପାଡି ଦେଲେ ଏବଂ ତା' ଉପରେ ପଥର ଗଦା କଲେ। ତାହା ସଠାେରେ ଆଜି ପର୍ୟ୍ଯନ୍ତ ମଧ୍ଯ ଅଛି।
ଏହାପରେ ସବହେ ଓ ସଲମନ୍ନ କହିଲେ, ଆସ ଓ ତୁମ୍ଭମାନେେ ନିଜେ ଆମ୍ଭଙ୍କକ୍ସ୍ଟ ହତ୍ଯା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନକ୍ସ୍ଟଷ୍ଯ। ତୁମ୍ଭେ ଏହା କରିପାରିବ। ତେଣୁ ଗିଦ୍ଦିୟୋନ ଉଠି ପଡିଲେ ଓ ସମାନଙ୍କେୁ ହତ୍ଯା କଲେ। ସମାନଙ୍କେ ଓଟମାନଙ୍କ ଗଳା ରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢି ନେଲେ।
କିନ୍ତୁଶାମକ୍ସ୍ଟଯଲେ ଅଗାଗକକ୍ସ୍ଟ କହିଲେ, ତକ୍ସ୍ଟମ୍ଭ ଖଡ୍ଗ ଯମେନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ଯମେନ୍ତ ସ୍ତ୍ରୀମାନଙ୍କ ମଧିଅରେ ତୁମ୍ଭର ମାତା ସନ୍ତାନହିତ ହବେ। ତହକ୍ସ୍ଟଁ ଶାମକ୍ସ୍ଟଯଲେ ଗିଲ୍ଗଲ୍ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଗାଗକକ୍ସ୍ଟ ଖଣ୍ତ ଖଣ୍ତ କରି ହାଣିଲେ।
ତାହାରି ସନ୍ତାନମାନଙ୍କ ମଧ୍ଯରକ୍ସ୍ଟ ସାତଜଣ ପୁରୁଷ ଆମ୍ଭମାନଙ୍କ ହସ୍ତ ରେ ସମର୍ପିତ ହକ୍ସ୍ଟଅନ୍ତକ୍ସ୍ଟ। ତହିଁରେ ଆମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବିଯୋନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାନଙ୍କେୁ ଟଙ୍ଗାଇ ଦବୋ।
ସମାନଙ୍କେୁ ରାଜା ଗିବିଯୋନୀଯମାନଙ୍କ ହସ୍ତ ରେ ସମର୍ପଣ କଲେ। ତହକ୍ସ୍ଟଁ ସମାନେେ ପର୍ବତ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେୁ ଟାଙ୍ଗି ଦେଲେ, ପକ୍ସ୍ଟଣି ସେ ସାତଜଣ ୟାକ ଏକା ବେଳେ ମରା ପଡିଲେ। ସମାନେେ ପ୍ରଥମ ଶସ୍ଯଛଦନେ ସମୟରେ ଅର୍ଥାତ୍ ୟବ ଛଦନରେ ଆରମ୍ଭ ସମୟରେ ହତ ହେଲେ।
ତହିଁରେ ଅନୁସନ୍ଧାନ ଦ୍ବାରା ସହେି କଥା ପ୍ରମାଣ ହବୋରୁ ସହେି ଦୁଇଜଣ ବୃକ୍ଷ ରେ ଫାଶି ପାଇଲେ। ଆଉ ସହେି କଥା ରାଜାର ସାକ୍ଷାତ ରେ କଚରେୀର ନକଲ ଖାତା ରେ ଲଖାଗେଲା।
ଏହାପରେ ରାଜାର ସାକ୍ଷାତ ରେ ଉପସ୍ଥିତ ହର୍ବୋଣା ନାମକ ଏକ ନଫୁସକ ରାଜାକୁ କହିଲା, ଦେଖନ୍ତୁ, ମହାରାଜାଙ୍କ ପକ୍ଷ ରେ ହିତଜନକ ସମ୍ବାଦଦାଯୀ ମର୍ଦ୍ଦୀଖଯ ନିମନ୍ତେ ହାମନ୍ ପଗ୍ଭଶ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମନ୍ର ଗୃହ ରେ ସ୍ଥାପିତ ହାଇେଅଛି।
ମାରେ ଶତ୍ରୁମାନେ ସାହାୟ୍ଯ ପାଇଁ ଚିତ୍କାର କଲେ, କିନ୍ତୁ କହେି ସମାନଙ୍କେୁ ରକ୍ଷା କରିବାକୁ ଆଗଇେ ଆସି ନ ଥଲେ। ସମାନେେ ସଦାପ୍ରଭୁଙ୍କୁ ମଧ୍ଯ ଡାକିଲେ କିନ୍ତୁ ସେ ସମାନଙ୍କେୁ ଉତ୍ତର ଦେଲେ ନାହିଁ।
ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।
ସବୁ ଲୋକ ଉତ୍ତର ଦେଲେ, ଆମ୍ଭେ ତାହାଙ୍କ ମୃତ୍ଯୁ ପାଇଁ ଦାଯୀ ରହିବୁ। ତାହାଙ୍କ ମୃତ୍ଯୁ ପାଇଁ ଯେ କୌଣସି ଦଣ୍ଡ ପାଇବାକୁ ଯୋଗ୍ଯ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥି ରେ ରାଜି ଅଛୁ।
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277