ସଦାପ୍ରଭୁ ସହେି ନଗରକକ୍ସ୍ଟ ତା'ର ରାଜା ସହିତ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ। ତେଣୁ ସମାନେେ ସହରର ସମସ୍ତ ସଜୀବ ପ୍ରାଣୀଙ୍କକ୍ସ୍ଟ ଖଣ୍ତା ରେ ହତ୍ଯା କଲେ, କାହାରିକକ୍ସ୍ଟ ଛାଡିଲେ ନାହିଁ, ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ଏହି ରାଜାଙ୍କକ୍ସ୍ଟ ମଧ୍ଯ ୟିହୋଶୂଯ ସହେିପରି କଲେ।
Cross references
ଯେତବେେଳେ ସହେି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭମାନେେ ଗୃହକୁ ଫରେି ପାରିବ। ତା ହେଲେ ତୁମ୍ଭମାନେେ ସଦାପ୍ରଭୁ ଓ ଇଶ୍ରାୟେଲଙ୍କଠା ରେ ନିରପରାଧି ହବେ। ଆଉ ସହେି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନେେ ଅଧିକାର କରିବ।
କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ହସ୍ତ ରେ ସମାନଙ୍କେୁ ସମର୍ପଣ କଲେ, ଆମ୍ଭମାନେେ ରାଜା ସିୟୋନକକ୍ସ୍ଟ, ତାଙ୍କର ପକ୍ସ୍ଟତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲକ୍ସ୍ଟ।
ୟ ତବେଳେେ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ସଦାପ୍ରଭୁ ସମର୍ପଣ କରିବେ ଏବଂ ତୁମ୍ଭେ ସମାନଙ୍କେୁ ପରାସ୍ତ କରିବ। ତୁମ୍ଭେ ସମାନଙ୍କେ ସହିତ କୌଣସି ସନ୍ଧି କରିବ ନାହିଁଅଥବା ଦୟା ଦଖାଇବେ ନାହିଁ। ତୁମ୍ଭେ ସମାନଙ୍କେୁ ସଂପୂର୍ଣରୂପେ ଧ୍ବଂସ କରିବ।
ୟକ୍ସ୍ଟଦ୍ଧ ସମୟରେ ଇଶ୍ରାୟେଲର ସୈନିକମାନେ ଅଯ ସୈନ୍ଯମାନଙ୍କ ପଛ ରେ ଗୋଡ଼ାଇ କ୍ଷତେ ଓ ମରକ୍ସ୍ଟଭୂମି ଅଞ୍ଚଳକକ୍ସ୍ଟ ଆଣିଲେ। ସମାନେେ ସହେିଠା ରେ ସମାନଙ୍କେୁ ହତ୍ଯା କଲେ। ଏହାପରେ ଇଶ୍ରାୟେଲ ସୈନ୍ଯମାନେ ଅଯକକ୍ସ୍ଟ ଫରେି ଆସିଲେ ଏବଂ ଏଯ ସହର ରେ ଜୀବିତ ଲୋକମାନଙ୍କୁ ଓ ୈସନ୍ଯମାନଙ୍କୁ ହତ୍ଯା କଲେ।
ଯିହାଶୂେୟ ଅଯର ରାଜାଙ୍କକ୍ସ୍ଟ ସଂନ୍ଧ୍ଯା ପର୍ୟ୍ଯନ୍ତ ଗଛ ରେ ଝକ୍ସ୍ଟଲଇେ ରଖିଲେ। ସୂର୍ୟ୍ଯାସ୍ତ ପରେ ଯିହାଶୂେୟଙ୍କ ଆଜ୍ଞାନକ୍ସ୍ଟସା ରେ ଲୋକମାନେ ସେ ଶବକକ୍ସ୍ଟ ଗଛରକ୍ସ୍ଟ ଆଣିଲେ। ସମାନେେ ସହେି ଶବକକ୍ସ୍ଟ ନଗରର ପ୍ରବେଶ ଫାଟକ ସମ୍ମକ୍ସ୍ଟଖ ରେ ଫୋପାଡି ଦେଲେ ଏବଂ ତା' ଉପରେ ପଥର ଗଦା କଲେ। ତାହା ସଠାେରେ ଆଜି ପର୍ୟ୍ଯନ୍ତ ମଧ୍ଯ ଅଛି।
ଯିରୀହାେ ପ୍ରତି ଓ ଅଯ ପ୍ରତି ଯିହାଶୂେୟ ଯାହା କରିଥିଲେ ଓ କିପରି ପରାସ୍ତ କରିଥିଲେ, ସେ ବିଷଯ ରେ ଗିବଯୋନର ଲୋକମାନେ ଶୁଣିଲେ।
ଏହାପରେ ଯିହାଶୂେୟ ସହେିଦିନ ମକ୍କଦୋ ଅକ୍ତିଆର କରି ଖଡ୍ଗ ଧାର ରେ ନଗରକକ୍ସ୍ଟ ଓ ତାହାର ରାଜାକକ୍ସ୍ଟ ହତ୍ଯା କଲେ। ସମାନଙ୍କେୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ପ୍ରାଣୀକକ୍ସ୍ଟ ବର୍ଜିତ ରୂପେ ବିନାଶ କଲେ। କାହାକକ୍ସ୍ଟ ଅବଶିଷ୍ଟ ରଖିଲେ ନାହିଁ, ପକ୍ସ୍ଟଣି ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ସହେିପରି ମକ୍କଦୋ ରାଜାପ୍ରତି କଲେ।
ଯିହାଶୂେୟ ସେ ସମସ୍ତ ରାଜକୀଯ ସହରଗକ୍ସ୍ଟଡିକ ନିଜ ଅଧିନକକ୍ସ୍ଟ ଆଣିଲେ ଓ ସମାନଙ୍କେର ରାଜାମାନଙ୍କୁ ହତ୍ଯା କଲେ। ଯିହାଶୂେୟ ସଐୂର୍ଣ ଭାବେ ସମସ୍ତ ଲୋକମାନଙ୍କୁ ଓ ଏହି ସହର ରାଜାଗଣଙ୍କକ୍ସ୍ଟ ଧ୍ବଂସ କଲେ। ସଦାପ୍ରଭୁଙ୍କ ସବେକ ମାଶାେ ଏହିପରି ଭାବରେ ଆଜ୍ଞା କରିଥିଲେ।
ଲିବ୍ନାର ରାଜା 1, ଅଦୁଲ୍ଲମର ରାଜା 1
ତେଣୁ ଯହେୂ ୟିଷ୍ରିଯଲେ ରେ ବାସ କରୁଥିବା ଆହାବ୍ଙ୍କର ବଂଶର ସମସ୍ତ ଲୋକଙ୍କୁ ଅର୍ଥାତ୍ ତାଙ୍କର ପ୍ରଧାନ ଲୋକମାନଙ୍କୁ ଆତ୍ମୀଯ ବନ୍ଧୁମାନଙ୍କୁ ଓ ଯାଜକମାନଙ୍କୁ ବଧ କଲେ। ଆହାବ୍ଙ୍କ ଲୋକରୁ କହେି ଜଣେ ହେଲେ ଜୀବିତ ଛଡାଗଲା ନାହିଁ।