Home Bibles ☰ Books ଯିହୋଶୂୟ 10:33 · ଓଡ଼ିଆ ବାଇବେଲ
ଯିହୋଶୂୟ 10:33 · ଓଡ଼ିଆ ବାଇବେଲ

ଗଷେରର ରାଜା ହାରମେ ଲାଖୀଶରକକ୍ସ୍ଟ ସାହାୟ୍ଯ କରିବାକୁ ଲାଗିଲେ। କିନ୍ତୁ ୟିହୋଶୂଯ ତାଙ୍କୁ ଓ ତାଙ୍କର ସୈନ୍ଯବାହୀନିକକ୍ସ୍ଟ ଓ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ।

Cross references

ଯିହୋଶୂୟ 12:12

ଇଗ୍ଲୋନର ରାଜା 1, ଗେଷ‌‌ର୍‌‌ର ରାଜା 1

ଯିହୋଶୂୟ 16:3

ପଶ୍ଚିମ ରେ ୟଫଲଟେୀଯ ସୀମା ଆଡେ ଓ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗଷେର ପର୍ୟ୍ଯନ୍ତ ଗଲା ଓ ତହିଁର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ରେ ଥିଲା।

ଯିହୋଶୂୟ 16:10

କିଣାନୀଯମାନଙ୍କୁ ଗଷେରକକ୍ସ୍ଟ ତଡିବା ପାଇଁ। କିନ୍ତୁ ଇଫ୍ରଯିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀଯ ଲୋକମାନେ ଆଜି ପର୍ୟ୍ଯନ୍ତ ମଧ୍ଯ ଇଫ୍ରଯିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀଯ ଲୋକମାନେ ଇଫ୍ରଯିମ ଲୋକମାନଙ୍କର ଦାସ ହାଇେ ରହିଲେ।

ଯିହୋଶୂୟ 21:21

ଇଫ୍ରଯିମ ପର୍ବତମଯ ଦେଶରକ୍ସ୍ଟ ଶିଖିମି, ଗଷେର ସହର ସମାନଙ୍କେୁ ଦିଆଗଲା। ଶିଖିମ ଏକ ନିରାପଦ ସହର ଥିଲା।

ବିଚାରକର୍ତାମାନଙ୍କ ବିବରଣ 1:29

ଇଫ୍ରଯିମଙ୍କ ପାଇଁ ଠିକ୍ ଏହିପରି ଭାବରେ ଘଟିଥିଲା। ଗଷେର ରେ କିଣାନୀଯ ଲୋକମାନେ ବାସ କରିବାକୁ ଲାଗିଲେ ଏବଂ ଇଫ୍ରଯିମ କିଣାନୀଯ ଲୋକମାନଙ୍କୁ ତଡି ଦେଲେ ନାହିଁ। ତେଣୁ ଇଫ୍ରଯିମ କିଣାନୀଯମାନଙ୍କ ସହିତ ମିଶି ରହିବାକକ୍ସ୍ଟ ଲାଗିଲେ।

ଦିତୀୟ ଶାମୁୟେଲ 5:25

ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସହେିପରି କଲେ ଓ ଗବୋଠାରକ୍ସ୍ଟ ଗଷେର ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

ପ୍ରଥମ ରାଜାବଳୀ 9:15

ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ଯ କରିଥିଲେ। ତତ୍ପରେ ସେ ମିଲ୍ଲୋ, ୟିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗଷେର ନିର୍ମାଣ କରିବା ରେ ସମାନଙ୍କେୁ ମଧ୍ଯ ବ୍ଯବହାର କରିଥିଲେ।

ପ୍ରଥମ ବଂଶାବଳୀ 6:67

ଇଫ୍ରଯିମର ପାର୍ବତ୍ଯମଯ ଦେଶ ରେ, ସମାନଙ୍କେୁ ସୁରକ୍ଷାର ନଗରୀ ଶିଖିମ ଏବଂ ଗଷେର ଓ ସମାନଙ୍କେର କ୍ଷେତ୍ରଗୁଡ଼ିକ ଦିଆଗଲା।

ପ୍ରଥମ ବଂଶାବଳୀ 20:4

ଏହାପରେ ଗଷେର ସହର ରେ ଇଶ୍ରାୟେଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ୟୁଦ୍ଧ କଲେ। ସହେି ସମୟରେ ହଶାତୀଯ ସିଦ୍ଦଖଯ ସିପ୍ପଯକୁ ବଧ କଲେ। ଏହି ସିପ୍ପଯ ଦୈତ୍ଯପୁତ୍ରମାନଙ୍କ ମଧ୍ଯରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇଶ୍ରାୟେଲୀୟମାନଙ୍କର କ୍ରୀତଦାସ ତୁଲ୍ଯ ହାଇଗେଲେ।

Interlinear

Choose Theme