Home Bibles ଯିହୋଶୂୟ 10:37 · ଓଡ଼ିଆ ବାଇବେଲ
ଯିହୋଶୂୟ 10:37 · ଓଡ଼ିଆ ବାଇବେଲ

ସମାନେେ ହିବ୍ରୋଣ ଏବଂ ତା ପାଖ ରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଇଗ୍ଲୋନ ରେ ଠିକ୍ ଯେପରି ସମାନେେ ଇଗ୍ଲାନକକ୍ସ୍ଟ ଧ୍ବଂସ କରିଥିଲେ, ସହେିପରି ସମାନେେ ହିବ୍ରୋଣକକ୍ସ୍ଟ ଧ୍ବଂସ କଲେ ଏବଂ ଏହାର ରାଜାଙ୍କକ୍ସ୍ଟ ଓ ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କଲେ, କାହାରିକକ୍ସ୍ଟ ଛାଡିଲେ ନାହିଁ। ସମାନଙ୍କେ ମଧ୍ଯରକ୍ସ୍ଟ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ ଓ ଧ୍ବଂସ କଲେ।

Cross references

ଯାତ୍ରା ପୁସ୍ତକ 17:13

ତେଣୁ ୟିହୋଶୂଯ ଏବଂ ତାଙ୍କର ଲୋକମାନେ ଅମାଲକେୀଯମାନଙ୍କୁ ସହେି ୟୁଦ୍ଧ ରେ ପରାସ୍ତ କଲେ।

ଯିହୋଶୂୟ 10:28

ଏହାପରେ ଯିହାଶୂେୟ ସହେିଦିନ ମକ୍କଦୋ ଅକ୍ତିଆର କରି ଖଡ୍ଗ ଧାର ରେ ନଗରକକ୍ସ୍ଟ ଓ ତାହାର ରାଜାକକ୍ସ୍ଟ ହତ୍ଯା କଲେ। ସମାନଙ୍କେୁ ଓ ତନ୍ମଧ୍ଯସ୍ଥିତ ସମସ୍ତ ପ୍ରାଣୀକକ୍ସ୍ଟ ବର୍ଜିତ ରୂପେ ବିନାଶ କଲେ। କାହାକକ୍ସ୍ଟ ଅବଶିଷ୍ଟ ରଖିଲେ ନାହିଁ, ପକ୍ସ୍ଟଣି ସେ ଯେପରି ଯିରୀହାେ ରାଜାଙ୍କ ପ୍ରତି କରିଥିଲେ, ସହେିପରି ମକ୍କଦୋ ରାଜାପ୍ରତି କଲେ।

ଯିହୋଶୂୟ 10:35

ସହେିଦିନ ସମାନେେ ସହରକକ୍ସ୍ଟ ନିଜ ଅଧିନକକ୍ସ୍ଟ ଆଣିଲେ ଓ ସମସ୍ତ ଲୋକଙ୍କକ୍ସ୍ଟ ହତ୍ଯା କଲେ, ଯେପରି ଲାଖୀଶ ରେ ହତ୍ଯା କରିଥିଲେ।

ଯିହୋଶୂୟ 10:39

ସମାନେେ ଦବୀର ସହରକକ୍ସ୍ଟ ନିଜର କରଗତ କଲେ, ତାହାର ରାଜାଙ୍କକ୍ସ୍ଟ ମଧ୍ଯ କରଗତ କଲେ। ଏବଂ ତା'ର ନିକଟରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଏବଂ ସେ ସହରକକ୍ସ୍ଟ ଧ୍ବଂସ କରି ସମସ୍ତ ଲୋକମାନଙ୍କୁ ହତ୍ଯା କଲେ। କାହାରିକକ୍ସ୍ଟ ଜୀବିତ ଛାଡିଲେ ନାହିଁ। ସମାନେେ ହିବ୍ରୋଣ ସହରକକ୍ସ୍ଟ ଓ ଲିବ୍ନା ଓ ଏହାର ରାଜାଙ୍କକ୍ସ୍ଟ କଲାପରି, ଦବୀର ସହରକକ୍ସ୍ଟ ସହେିପରି ଧ୍ବଂସ କଲେ।

ଯିହୋଶୂୟ 10:40

ଏହିପରି ଯିହାଶୂେୟ ସମସ୍ତ ପାର୍ବତମଯ ଦେଶ ନଗେଭେ, ଦକ୍ଷିଣସ୍ଥ ଓ ପୂର୍ବସ୍ଥ ପାଦଦେଶୀଯ ରାଜାଙ୍କକ୍ସ୍ଟ ମଧ୍ଯ ହତ୍ଯା କଲେ। ସେ କାହାରିକକ୍ସ୍ଟ ସଠାେରେ ଜିବିତ ଛାଡିଲେ ନାହିଁ। କାରଣ ସଦାପ୍ରଭୁ ଇଶ୍ରାୟେଲକକ୍ସ୍ଟ ଏପରି କରିବା ପାଇଁ ନିର୍ଦ୍ଦେଶ ଦେଲେ।

ଯିହୋଶୂୟ 11:12

ଯିହାଶୂେୟ ସେ ସମସ୍ତ ରାଜକୀଯ ସହରଗକ୍ସ୍ଟଡିକ ନିଜ ଅଧିନକକ୍ସ୍ଟ ଆଣିଲେ ଓ ସମାନଙ୍କେର ରାଜାମାନଙ୍କୁ ହତ୍ଯା କଲେ। ଯିହାଶୂେୟ ସଐୂର୍ଣ ଭାବେ ସମସ୍ତ ଲୋକମାନଙ୍କୁ ଓ ଏହି ସହର ରାଜାଗଣଙ୍କକ୍ସ୍ଟ ଧ୍ବଂସ କଲେ। ସଦାପ୍ରଭୁଙ୍କ ସବେକ ମାଶାେ ଏହିପରି ଭାବରେ ଆଜ୍ଞା କରିଥିଲେ।

Interlinear

Choose Theme