ଯିହୋଶୂୟ 11:13 · ଓଡ଼ିଆ ବାଇବେଲ
ମାତ୍ର ନିଜ ନିଜ କକ୍ସ୍ଟଦ ଉପରେ ସ୍ଥାପିତ ନଗରମାନ ମଧ୍ଯରକ୍ସ୍ଟ କବଳେ ହାତ୍ସୋର ବିନା ଆଉ କୌଣସି ନଗର ଇଶ୍ରାୟେଲ ଦଗ୍ଧ କଲେ ନାହିଁ। ତାହା ଯିହାଶୂେୟ ଦଗ୍ଧ କଲେ।
Cross references
ଯିହୋଶୂୟ 24:13
ମୁ ସଦାପ୍ରଭୁ ସହେି ଦେଶକକ୍ସ୍ଟ ତୁମ୍ଭକୁ ଦଲେି। ତୁମ୍ଭମାନେେ ଏ ଦେଶ ପାଇବା ପାଇଁ କିଛି ପରିଶ୍ରମ କରି ନାହିଁ। ମୁ ତୁମ୍ଭକୁ ଯେଉଁ ସହର ଦଲେି ତାକକ୍ସ୍ଟ ତୁମ୍ଭେ ତିଆରି କରି ନ ଥିଲ। ଆମ୍ଭେ ଏଗୁଡିକୁ ତୁମ୍ଭକୁ ଦଲେକ୍ସ୍ଟ। ଏବଂ ତୁମ୍ଭମାନେେ ସହେି ଦେଶ ଓ ସହର ରେ ବାସ କରୁଛ। ସଗେକ୍ସ୍ଟଡିକ ଆମ୍ଭେ ଦଇେଅଛୁ। ତୁମ୍ଭମାନେେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜିତକ୍ଷେତ୍ର ରୋପଣ କରିନଥିଲ ତାହା ତକ୍ସ୍ଟମ୍ଭମାନେ ଭୋଗ କରୁଅଛ।
ଯିରିମିୟ 30:18
ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।