Cross references
ଯିହୋଶୂୟ 10:3
ଆଦୋନିଷଦେକ୍, ୟିରକ୍ସ୍ଟଶାଲମର ରାଜା ହିବ୍ରୋଣର ରାଜା ହୋହମ ଓ ୟମୂର୍ତର ରାଜା କିରାମ୍ ଓ ଲାଖୀଶର ରାଜା ୟାଫିଯ ଓ ଇଗ୍ଲୋନ ରାଜା ଦବୀର ନିକଟକକ୍ସ୍ଟ କହି ପଠାଇଲା।
ଯିହୋଶୂୟ 10:38
ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ଦବୀରକକ୍ସ୍ଟ ଫରେିଲେ ଏବଂ ସେ ସହରକକ୍ସ୍ଟ ଆକ୍ରମଣ କଲେ।
ଯିହୋଶୂୟ 10:39
ସମାନେେ ଦବୀର ସହରକକ୍ସ୍ଟ ନିଜର କରଗତ କଲେ, ତାହାର ରାଜାଙ୍କକ୍ସ୍ଟ ମଧ୍ଯ କରଗତ କଲେ। ଏବଂ ତା'ର ନିକଟରେ ଥିବା େଛାଟ ସହରଗୁଡିକୁ ମଧ୍ଯ ନିଜ ଅଧିନକକ୍ସ୍ଟ ଆଣିଲେ। ଏବଂ ସେ ସହରକକ୍ସ୍ଟ ଧ୍ବଂସ କରି ସମସ୍ତ ଲୋକମାନଙ୍କୁ ହତ୍ଯା କଲେ। କାହାରିକକ୍ସ୍ଟ ଜୀବିତ ଛାଡିଲେ ନାହିଁ। ସମାନେେ ହିବ୍ରୋଣ ସହରକକ୍ସ୍ଟ ଓ ଲିବ୍ନା ଓ ଏହାର ରାଜାଙ୍କକ୍ସ୍ଟ କଲାପରି, ଦବୀର ସହରକକ୍ସ୍ଟ ସହେିପରି ଧ୍ବଂସ କଲେ।
ଯିହୋଶୂୟ 15:36
ଶାରଯିମ୍, ଅଦୀଥଯିମ୍, ଗ ଦଲୋ ଓ ଗଦରୋଥଯିମ, ଏହିପରି କ୍ଷତେ ସମତେ ଚଉଦ ନଗର ଥିଲା।