Home Bibles ଯିହୋଶୂୟ 13:22 · ଓଡ଼ିଆ ବାଇବେଲ
ଯିହୋଶୂୟ 13:22 · ଓଡ଼ିଆ ବାଇବେଲ

ଇଶ୍ରାୟେଲ ସନ୍ତାନଗଣ ଖଣ୍ତା ରେ ଯେଉଁମାନଙ୍କୁ ହତ୍ଯା କରିଥିଲେ, ସମାନଙ୍କେ ମଧିଅରେ ଥିଲେ, ବିଯୋରର ପକ୍ସ୍ଟତ୍ର ମନ୍ତ୍ରଜ୍ଞ ବିଲିଯମକକ୍ସ୍ଟ ମଧ୍ଯ ହତ୍ଯା କରିଥିଲେ।

Cross references

ଗଣନା ପୁସ୍ତକ 22:5

ତହୁଁ ସେ ବିଯୋରର ପୁତ୍ର ବିଲିଯମ ନିକଟକୁ ବାର୍ତ୍ତାବହ ପଠାଇଲେ। ସହେି ସମୟରେ ବିଲିଯମ ନିଜ ସମ୍ପର୍କୀଯମାନଙ୍କର ଦେଶର ଫରାତ ନଦୀ ନିକଟସ୍ଥ ପାଥୋର ନଗର ରେ ଥିଲେ। ବାଲାକ୍ର ବାର୍ତ୍ତା ଥିଲା, ମିଶରରୁ ବହୁତ ଲୋକ ଆସିଲେ। ସମାନେେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି ଏବଂ ବର୍ତ୍ତମାନ ଆମ୍ଭ ନିକଟବର୍ତ୍ତୀ ହାଇେଛନ୍ତି।

ଗଣନା ପୁସ୍ତକ 24:1

ବିଲିଯମ ହୃଦବୋଧ କଲେ ଯେ, ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବାକୁ ଚାହିଁଲେ। ତେଣୁ ସେ ପୂର୍ବପରି କୌଣସି ନବୈେଦ୍ଯ ପ୍ରଯୋଗ କରିବା ପାଇଁ ଚେଷ୍ଟା କଲେ ନାହିଁ। କିନ୍ତୁ ସେ ତୁ୍ଚ୍ଛାଟା ରେ ମରୁଭୂମି ଆଡେ ନିଜ ମୁଖ ରଖିଲା।

ଗଣନା ପୁସ୍ତକ 31:8

ସମାନେେ ଇବି, ରକେମ୍, ସୂର, ହୂର ଓ ରବୋ ଏହି ପାଞ୍ଚଜଣ ମିଦାଯନୀଯ ରାଜାଙ୍କୁ ହତ୍ଯା କଲେ। ଆଉ ମଧ୍ଯ ବିଯୋରର ପୁତ୍ର ବିଲିଯମକୁ ମଧ୍ଯ ସମାନେେ ଖଡ୍ଗ ରେ ହତ୍ଯା କଲେ।

ପିତରଙ୍କ ଦିତୀୟ ପତ୍ର 2:15

ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।

ଯିହୂଦାଙ୍କ ପତ୍ର 1:11

ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:14

ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:20

କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।

Interlinear

Choose Theme